୪୦ ଡିଗ୍ରୀ ଉପରେ ୧୫ ସହର, ସୋନପୁର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୨।୬(ବ୍ୟୁରୋ): ସିଝୁଛି ପଶ୍ଚିମ ଓଡ଼ିଶା। ୧୫ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି। ୪୪.୮ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ବଲାଙ୍ଗୀରରେ ୪୪.୫ ଡ଼ିଗ୍ରୀ, ଟିଟିଲାଗଡ଼ରେ ୪୪.୪ ଡ଼ିଗ୍ରୀ, ବରଗଡ଼ରେ ୪୩.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ହୀରାକୁଦରେ ୪୩.୫, ଭବାନୀପାଟଣାରେ ୪୩.୫, ମାଲକାନଗିରିରେ ୪୩.୫, ସମ୍ବଲପୁରରେ ୪୩.୮ ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୪୧.୦, ଅନୁଗୋଳରେ ୪୧.୧, ଝାରସୁଗୁଡାରେ ୪୩.୪, ପରଳାଖେମୁଣ୍ଡିରେ ୪୫.୫, ବୌଦ୍ଧରେ ୪୨.୫, ନୟାଗଡ଼ରେ ୪୦.୦ ଏବଂ ନୂଆପଡ଼ାରେ ୪୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରେ ଆଉ ୬୩ଟି ଆଦର୍ଶ ବିଦ୍ୟାଳୟ ଶୁକ୍ରବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ନିମାପଡ଼ା ଏବଂ ଗୋପ ବ୍ଲକ୍‌ରେ ଦୁଇଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ବିଦ୍ୟାଳୟ ଓ...

ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଅନୁମତି

ଭୁବନେଶ୍ବର,୨୮।୧(ବ୍ୟୁରୋ): ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଆଇସିଏମ୍‌ଆର ଅନୁମତି ଦେଇଛିି । ଆଇଏମ୍‌ସିଓଭି- ଏଜି କିଟ୍‌କୁ ଅନୁମତି ମିଳିଥିବା ଜଣାପଡିଛି। ମେକ୍‌ ଇନ୍‌...

ଆଜି ବି ୨୦୦ ଟପିଲା କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୭୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଚତୁର୍ଥୀ ରାତିରେ ଶାଶୁଘର ଛାଡ଼ିଲେ ନବବଧୂ, ସ୍ବାମୀଙ୍କୁ ଦର୍ଶାଇଲେ ମାନସିକ ବିକାରଗ୍ରସ୍ତ

ଗୋପ,୧୫।୭(ଡ଼ି.ଏନ୍‌.ଏ.) : ଅଗ୍ନିକୁ ସାକ୍ଷୀ ରଖି ସାରାଜୀବନ ସଂସାର କରିବାକୁ ଆସିଥିବା ନବବଧୂ ରବିବାର ସନ୍ଧ୍ୟାରେ ଚତୁର୍ଥୀ ରାତିରେ ଶାଶୁଘର ଛାଡି ବାପା ଘରକୁ ଚାଲି...

ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ

ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା...

ସମ୍‌ରେ କୋଭାକ୍ସିନର ୩ୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): କୋଭିଡ୍‌-୧୯ ବିରୋଧରେ ବହୁ ପ୍ରତୀକ୍ଷିତ ‘କୋଭାକ୍ସିନ’ ଟିକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ ଆଣ୍ଡ ସମ୍‌...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୭୭ ଆକ୍ରାନ୍ତ; ଅଛନ୍ତି ୧,୦୧୬ ପିଲା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୪୭୯ରୁ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୬୯୮ ଲୋକାଲ କେସ୍‌ ରହିଛି।...

ବଧୂହତ୍ୟା ଅଭିଯୋଗ: ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ଜିଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଛି। ଏ ନେଇ ସୋମବାର ଥାନାରେ ଅଭିଯୋଗ...

Advertisement
Archives

Model This Week