ଅସହ୍ୟ ତାତିରେ ଜଳୁଛି ଓଡ଼ିଶା

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୬ ସହର। ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରି ସୋନପୁର ସବୁଠାରୁ ଉତ୍ତପ୍ତ ସହର। ସେହିପରି ବଲାଙ୍ଗୀର ୪୨.୮ ଡିଗ୍ରୀ, ବାରିପଦା ୪୨.୫ ଡିଗ୍ରୀ, ଝାରସୁଗୁଡା ୪୨.୨ ଡିଗ୍ରୀ, ବୌଦ୍ଧ ୪୨ ଡିଗ୍ରୀ, ତାଳଚେର ୪୧.୭ ଡିଗ୍ରୀ, ସୁନ୍ଦରଗଡ ୪୧.୫ ଡିଗ୍ରୀ, ଅନୁଗୋଳ ୪୧.୭ ଡିଗ୍ରୀ, ପାରଳାଖେମୁଣ୍ଡି ୪୧ ଡିଗ୍ରୀ ଥିବା ବେଳେ ସମ୍ବଲପୁର ୪୦.୮, ଭବାନୀପାଟଣା ୪୦.୫ ଡିଗ୍ରୀ, ନୟାଗଡ ୪୦.୫ ଡିଗ୍ରୀ, ଗଞ୍ଜାମ ୪୦ ଡିଗ୍ରୀ, ବାଲେଶ୍ୱରରେ ୪୦ ଡିଗ୍ରୀ, କଟକ ୩୮.୪ ଡିଗ୍ରୀ ଏବଂ ଭୁବନେଶ୍ୱର ୩୭.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri