୧୮ ସହରରେ ୪୦ ଛୁଇଁଲା ପାରଦ, ସୋନପୁର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ,ଗୁଳୁଗୁଳି ଯୋଗଁୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ୪୩.୩ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରି ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ସେହିପରି ୯ ସହରରେ ପାରଦ ୪୨ ଡ଼ିଗ୍ରୀ ଛୁଇଁଥିବା ବେଳେ ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀରୁ ଅଧିକ ରହିଛି । ଆହୁରି ରାଜ୍ୟରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ ଡ଼ିଗ୍ରୀ ଅଧିକ ରହିବ। ୨୪ ଘଣ୍ଟା ପରେ ୩ ରୁ ୪ ଡ଼ିଗ୍ରୀ ଯାଏ ତାପମାତ୍ରା ତଳକୁ ଖସିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୨୧୬ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା...

ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍‌.ଏ.),୧୪।୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାରେ ଗୁରୁବାର ଆରମ୍ଭ ହୋଇଛି ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ। ଥାନାଧିକାରୀ ବିଜୟ...

ଖୋଲୁନି ଓ୍ବାଚ୍‌ ଟାଓ୍ବାର, ପର୍ଯ୍ୟଟକ ନିରାଶ

କେନ୍ଦୁଝର, ୨୯ା୧ (ସ୍ବ.ପ୍ର.)-ପାଖାପାଖି ୧କୋଟି ଟଙ୍କାରେ ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକ ଓ୍ବାଚ୍‌ ଟାଓ୍ବାର ନିର୍ମାଣ ହୋଇଛି। ତେବେ ଏହାର ଉଦ୍‌ଘାଟନ ମକରର...

କିନ୍ନରଙ୍କୁ ସ୍ତ୍ରୀ କରି ରଖିଥିଲେ, ପରେ ପଥରରେ ଛେଚି କଲେ ହତ୍ୟା

କେନ୍ଦୁଝର,୨୦ା୧୦(ସ୍ବ.ପ୍ର.): ଦୈତାରି ଥାନା ଅନ୍ତର୍ଗତ ପାଣ୍ଡି ହଟିଂରେ ମଙ୍ଗଳବାର ସନ୍ଧ୍ୟାରେ ଜଣେ କିନ୍ନରଙ୍କୁ ପଥରରେ ଛେଚି ହତ୍ୟା ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।...

କଟକ ଆକାଶେ ପବ୍‌ଜି, ପୋକେମନ୍‌

କଟକ ଅଫିସ,୧୪ା୧:ବୁଧବାର ମକରସଂକ୍ରାନ୍ତି। ଏହା ହେଉଛି ଗୁଡ଼ି ଉଡାର ପ୍ରମୁଖ ପର୍ବ। ପୂର୍ବଦିନ ଅପେକ୍ଷା ମକରସଂକ୍ରାନ୍ତିରେ କଟକ ସହରର ଆକାଶରେ ବେଶି ମାତ୍ରାରେ ଗୁଡି ଉଡିବା...

ଲକ୍‌ଡାଉନ୍‌ରୁ ବଢ଼ିଛି ଘରୋଇ ହିଂସା: ଅଭ୍ୟାସଗତ ଅପରାଧୀଙ୍କୁ ଚିହ୍ନଟ କରିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ମାର୍ଚ୍ଚ ୨୧ରୁ ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଲୋକମାନେ ନିଜ ନିଜ ଘରେ ରହିଛନ୍ତି। ଘରେ ରହିବା ଯୋଗୁ ପାରିବାରିକ...

ଗୋଟିଏ ଦିନରେ ସିଲ୍‌ ହେଲା ୫ ସିନେମା ହଲ୍‌

ପାରଳାଖେମୁଣ୍ଡ/ରାୟଗଡ଼ା ଅଫିସି,୯।୪: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ଦ ହୋଇଛି ୫ଟି ସିନେମା ହଲ୍‌। କରୋନା ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି...

‘ବର୍ଦ୍ଧିତ କୋଇଲା ରୟାଲ୍‌ଟି ମିଳୁନି’

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ ମେ’ ସୁଦ୍ଧା ନିଜସ୍ବ ରାଜସ୍ବ ବାବଦକୁ ୧୫, ୯୮୯ କୋଟି ୮୭ ଲକ୍ଷ ଟଙ୍କା ସଂଗ୍ରହ କରାଯାଇଛି। ସେଥିରୁ ନିଜସ୍ବ...

Advertisement
Archives

Model This Week