ସୋନପୁର ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୋନପୁର,୧୨।୭(ନି.ପ୍ର.): ସୋନପୁର ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାର ଲୋକଙ୍କୁ ମିଳିବ ୨ ଲକ୍ଷ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ରାଘବପାଳି ଅଞ୍ଚଳର ୮ ଜଣ ଏକ ଅଟୋରେ ସୋନପୁର ଆସୁଥିଲେ। ମହିଳା ଏବଂ ପୁରୁଷମାନେ ପନିପରିବା ଚାରା ବିକ୍ରି କରିବା ପାଇଁ ସୋନପୁର ହାଟକୁ ଆସୁଥିବା ଜଣାପଡିଛି। ହେଲେ ଭାଟବାହାଲି ଛକ ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ମାରୁତି ଆର୍ଟିକା କାର (ନଂ.ଓଡି୧୬ଯେ -୧୩୫୫) ଭାରସାମ୍ୟ ହରାଇ କଟୋକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri