Posted inଜାତୀୟ

୭୪ ବର୍ଷରେ ସୋନିଆ: ରାଜନୀତିକୁ ଆସିବାକୁ ଚାହୁଁ ନ ଥିଲେ  

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବୁଧବାର ୭୪ ବର୍ଷରେ ପାଦ ଥାପିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର ଲୁସିଆନାଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ ସେ ରାଜୀବ ଗାନ୍ଧୀଙ୍କୁ ବିବାହ କରିଥିଲେ। ଦୀର୍ଘ ୨୦ ବର୍ଷ ଧରି କଂଗ୍ରେସର ନେତୃତ୍ୱ ନେଇଥିବା ସୋନିଆ ରାଜନୀତିକୁ ଆସିବାକୁ ଚାହୁଁ ନ ଥିଲେ ବୋଲି ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଥିଲେ। ରାଜୀବ ଗାନ୍ଧୀ ରାଜନୀତିରେ ପ୍ରବେଶ କରନ୍ତୁ ବୋଲି ସେ ଚାହୁଁ ନ ଥିଲେ। ମାତ୍ର ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ପରେ ରାଜୀବ ବାଧ୍ୟ ହୋଇ ରାଜନୀତିକୁ ଆସିଥିଲେ। ସେହିପରି ରାଜୀବଙ୍କ ମୃତ୍ୟୁ ପରେ ସୋନିଆ ମଧ୍ୟ ରାଜନୀତିରେ ଯୋଗ ଦେଇଥିଲେ। ଏପରି କରି ନ ଥିଲେ ସେ ଭୀରୁ ସାବ୍ୟସ୍ତ ହୋଇଥାନ୍ତେ ବୋଲି ସୋନିଆ ସାକ୍ଷାତ୍‌କାରରେ କହିଥିଲେ। ଜନ୍ମଦିନ ଅବସରରେ ସୋନିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦେଶର ବିଭିନ୍ନ ରାଜନୈତିକ ଦଳର ନେତା ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: ନୀଟ୍-ୟୁଜି (NEET-UG) ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି।…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri