Posted inଜାତୀୟ

ହସ୍ପିଟାଲ୍‌ରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ରବିବାର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଟୁଇଟ୍‌ର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। କିଛି ଦିନ ପୂର୍ବେ ସୋନିଆ କରୋନା ସଂକ୍ରମଣର ଶିକାର ହୋଇଥିଲେ। ଆଜି ସକାଳେ ତାଙ୍କୁ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କୁ ଡାକ୍ତରଖାନାରେ ରଖାଯିବ ବୋଲି ସୁରଜେୱାଲା କହିଛନ୍ତି।
ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ନିକଟରେ କରୋନା ସଂକ୍ରମଣର ଶିକାର ହୋଇଥିଲେ। ଏହି ସଂକ୍ରମଣ ହେତୁ ସୋନିଆ କିଛି ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଏଥିପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୋନିଆ ଗାନ୍ଧୀଙ୍କ ସମସ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ପୁଣିଥରେ ସୋନିଆ ଗାନ୍ଧୀଙ୍କୁ ଜୁନ ୨୩ରେ ପଚରାଉଚରା ପାଇଁ ଡକାଯାଇଛି। ଜୁନ ୮ରେ ପଚରାଉଚରା ପାଇଁ ଇଡି ସୋନିଆ ଗାନ୍ଧୀଙ୍କୁ ଡାକିଥିଲେ, କିନ୍ତୁ କରୋନା ସଂକ୍ରମିତ ହେତୁ ସେ ତିନି ସପ୍ତାହର ମହଲତ ଲୋଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାକୁ ନେଇ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ବଡ଼ ବୟାନ, କହିଲେ ଯିଏ ଅଧିକ କାମ କରେ…

ଓ୍ବାଶିଂଟନ,୨୬।୪: ଆମେରିକାର ରାଜଧାନୀ ୱାଶିଂଟନର ହିଲଟନ ହୋଟେଲରେ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଏକ ବିବୃତ୍ତି ଜାରି…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ…

ବିଶ୍ୱର ୧୦୦ ଉତ୍ତପ୍ତ ସହର ମଧ୍ୟରୁ ଭାରତର ୯୫

ନୂଆଦିଲ୍ଲୀ,୨୬ା୪: ସାରା ବିଶ୍ୱରେ ଗ୍ରୀଷ୍ମଜନିତ ଉତ୍ତାପକୁ ନେଇ ଭାରତ ଏବେ କେନ୍ଦ୍ରସ୍ଥଳ ପାଲଟିଛି। କାରଣ ଭାରତର ଅଧିକାଂଶ ସହରରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଚାଲିଥିବାବେଳେ ବହୁ…

ଡିନର ପାର୍ଟିରେ ଗୁଳିମାଡ଼କୁ ନେଇ ଟ୍ରମ୍ପଙ୍କ ବଡ଼ ଖୁଲାସା, କହିଲେ ଇରାନ…

ଓ଼୍ବାଶିଂଟନ,୨୬।୪: ହ଼୍ବାଇଟ ହାଉସ କରିସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ହଠାତ ଗୁଳିମାଡ଼ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଶାନ୍ତ ରହିବାକୁ ନିବେଦନ…

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri