Posted inଜାତୀୟ

ସୋନିଆ ପାଳିବେନି ଜନ୍ମଦିନ

ନୂଆଦିଲ୍ଲୀ,୯ ।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ୯ ଡିସେମ୍ବର ଅର୍ଥାତ୍ ଗୁରୁବାର ଜନ୍ମଦିବସ । ହେଲେ ଏଥର ସେ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି । ଏମିତିକ ତାଙ୍କ ଜନ୍ମଦିନରେ କର୍ମୀମାନେ କୌଣସି ପ୍ରକାର ଉତ୍ସବ ପାଳନ ନ କରିବାକୁ ସେ କହିଛନ୍ତି । ସୂଚନାଯୋଗ୍ୟ, ବୁଧବାର ଏକ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ଅନ୍ୟ ୧୧ ସେନାଧିକାରୀଙ୍କ ମୃତ୍ୟୁରେ ଦେଶ ଶୋକ ପ୍ରକାଶ କରୁ୍‌ଥିବା ବେଳେ ସୋନିଆ ତାଙ୍କ ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri