Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ ମହିଶୂର ପହଞ୍ଚିଲେ ସୋନିଆ, ବେଶ କିଛି ବର୍ଷ ପରେ ସାର୍ବଜନିକ କାର୍ଯ୍ୟକ୍ରମରେ ଭାଗ ନେବେ

ନୂଆଦିଲ୍ଲୀ,୩ ।୧୦: ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ଚାଲିଛି । ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବି ଏହି ଯାତ୍ରାରେ ଏବେ ସାମିଲ ହେବାକୁ ଯାଉଛନ୍ତି । ଏଥିପାଇଁ ସେ ସୋମବାର ମହିଶୂରରେ ପହଞ୍ଚିଛନ୍ତି । ସୋନିଆ ଗାନ୍ଧୀ ଅକ୍ଟୋବର ୬ରେ କର୍ନାଟକର ମଂଡାୟାରେ ଭାରତ ଯୋଡୋ ଯାତ୍ରାରେ ଯୋଡି ହେବେ । ତେବେ ବେଶ କିଛି ବର୍ଷର ବ୍ୟବଧାନ ପରେ ସୋନିଆ ଗାନ୍ଧୀ କୌଣସି ସାର୍ବଜନିକ କାର୍ଯ୍ୟରେ ସାମିଲ ହେବାକୁ ଯାଉଛନ୍ତି । ସ୍ୱାସ୍ଥ୍ୟଗତ କାରଣ ଯୋଗୁ ସେ ଗତ କିଛି ନିର୍ବାଚନରେ ପ୍ରଚାର ବି କରିପାରି ନ ଥିଲେ । ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ସେପ୍ଟେମ୍ବର ୭ରେ ତାମିଲନାଡୁର କନ୍ୟାକୁମାରୀରୁ ଏହି ଭାରତ ଯୋଡୋ ଯାତ୍ରା ଆରମ୍ଭ କରିଥିଲେ । ୧୫୦ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଯାତ୍ରାରେ ୩,୫୦୦ କିଲୋମିଟର ଦୂର ଅତିକ୍ରମ କରାଯିବ । ଏହାର ସମାପନ ଜମ୍ମୁ-କଶ୍ମୀରରେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣା: ହାଇକୋର୍ଟ ମାଗିଲେ ଜବାବ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା...

ହିଜାବ କଟକଣା ଉପରେ ଜାରି ହେଲା ନୂଆ ନିର୍ଦ୍ଦେଶ

ବେଙ୍ଗାଲୁରୁ,୧୮।୨: ଶିକ୍ଷାନୁଷ୍ଠାନରେ ଧାର୍ମିକ ପୋଷାକ ନ ପିନ୍ଧିବାକୁ କର୍ନାଟକ ହାଇକୋର୍ଟ ଦେଇଥିବା ପ୍ରସ୍ତାବ ରାଜ୍ୟର ସମସ୍ତ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନରେ ମଧ୍ୟ କାର୍ଯ୍ୟକାରୀ କରାଯିବ। ଏ ନେଇ...

ସବ୍‌ସିଡି ସାର ପାଇଁ ଗୋଟିଏ ବ୍ରାଣ୍ଡ୍‌ ‘ଭାରତ’

ନୂଆଦିଲ୍ଲୀ,୧୮।୧୦ : ଗୋଟିଏ ରାଷ୍ଟ୍ର ଗୋଟିଏ ସାର ଯୋଜନାର ଅଂଶବିଶେଷ ସ୍ବରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ୟୁରିଆ ସାରର ଗୋଟିଏ ବ୍ରାଣ୍ଡ ‘ଭାରତ’ର ଶୁଭାରମ୍ଭ...

‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା କମଲ ହାସନ

ନୂଆଦିଲ୍ଲୀ, ୧୮।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା ତଥା ରାଜନେତା କମଲ ହାସନ। ଆସନ୍ତା ଡିସେମ୍ବର ୨୪ରେ ସେ ପୂର୍ବତନ କଂଗ୍ରେସ...

ମଙ୍ଗଳବାରଠାରୁ ଜାରି ହେଲା ୧୪ ଦିନିଆ ଲକ୍‌ଡାଉନ୍‌…

ବେଙ୍ଗାଲୁରୁ,୨୬।୪: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏଭଳିସ୍ଥଳେ ସଂକ୍ରମଣ ରୋକିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସରକାରଙ୍କ ପକ୍ଷରୁ ୧୪...

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା...

ରିଆ ଜଣେ ବିଷକନ୍ୟା: ସ୍ବାମୀ

ନୂଆଦିଲ୍ଲୀ, ୩୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ...

ଚିଦାମ୍ବରମଙ୍କୁ ଝଟ୍‌କା: ମେଡିକାଲ ରିପୋର୍ଟ ଆଧାରରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧।୧୧: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଝଟ୍‌କା ଲାଗିଛି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଚିଦାମ୍ବରମ କରିଥିବା ଜାମିନ ଆବେଦନକୁ ହାଇକୋର୍ଟ ଶୁକ୍ରବାର ଖାରଜ...

Advertisement
Archives

Model This Week