Posted inଜାତୀୟ

ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାରବାସୀଙ୍କ ଉଦ୍ଦେଶ୍ୟରେ ସୋନିଆଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୨୭ ।୧୦: ଏବେ ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ଦିନ ପରେ ଅର୍ଥାତ୍ ୨୮ ଅକ୍ଟୋବରରେ ଏଠାରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଆଉ ତା’ ପୂର୍ବରୁ ମହାମେଣ୍ଟରେ ଲଢୁଥିବା କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସେଠାରେ ରାଲି କରି ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା କରିଥିବା ବେଳେ ଏବେ ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ବିହାରବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି । ଏଥିରେ ସେ କେନ୍ଦ୍ରର ମୋଦି ସରକାର ଓ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସରକାର ଏବେ ଦିଲ୍ଲୀ ଓ ବିହାର ଭିତରେ ବନ୍ଦୀ ହୋଇ ଯାଇଛନ୍ତି । କିନ୍ତୁ ଏବେ ପରିବର୍ତ୍ତନର ସମୟ ଆସିଛି । ସେ କହିଛନ୍ତି ଏପର୍ଯ୍ୟନ୍ତ ରାଜ୍ୟକୁ ଶାସନ କରୁଥିବା ସରକାରଙ୍କ ନାଁ କାମ ଠିକ୍ ଅଛି ନା କଥା ଠିକ୍ ଅଛି । ଶ୍ରମିକ ଆଜି ହତାସ, କୃଷକ ଆଜି ଚିନ୍ତିତ, ଯୁବବର୍ଗ ଆଜି ନିରାଶ । ଅର୍ଥବ୍ୟବସ୍ଥାର ଗମ୍ଭିର ପରିସ୍ଥିତି ଏବେ ଲୋକଙ୍କ ଉପରେ ପ୍ରଭାବ ଦେଖାଉଛି । ଦଳିତ ଓ ମହଳାଙ୍କ କଥାତ ନ କହିବା ଭଲ । ତେଣୁ ଏଥର ବିହାରବାସୀ ନିଶ୍ଚିତ ନୂତନ ବିହାର ଗଠନ କରିବାକୁ ଆଗେଇ ଆସିବେ ବୋଲି ସୋନିଆ ତାଙ୍କ ବାର୍ତ୍ତାରେ କହିଛନ୍ତି । ଏବେ ବିହାର ଜନତାଙ୍କ ସ୍ୱର କଂଗ୍ରେସ ମହାମେଣ୍ଟ ସହ ରହିଛି ତେଣୁ ଏଥର ବିହାରରେ ପରିବର୍ତ୍ତନ ନିଶ୍ଚିତ ଭାବେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri