Posted inଜାତୀୟ

ସଗାରେଟ୍‌ ଟାଣୁଥିବା ଏହି ଫଟୋ କ’ଣ ସୋନିଆ ଗାନ୍ଧୀଙ୍କର? ଜାଣନ୍ତୁ ଫଟୋ ପଛର ସତ୍ୟତା

ନୂଆଦିଲ୍ଲୀ,୧୫।୭: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ସିଗାରେଟ ଧରିଥିବା ଫଟୋ ସୋସିଆଲ ମିଡିଆରେ ବହୁଳ ଭାବରେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଦାବି କରୁଛନ୍ତି ଯେ, ଏହା ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଫଟୋ।

ଏକ୍ସରେ ଭଗବା କ୍ରାନ୍ତି ନାମକ ଜଣେ ଉପଭୋକ୍ତା ଫଟୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ଚିହ୍ନି ପାରିଲେ , ତାଙ୍କୁ ୮୫୦୦ ମିଳିବ। ତେବେ ଏହି ଫଟୋ କେତେଦୂର ସତ ତାହକୁ ନେଇ ଯାଞ୍ଚ କରାଯାଇଥିଲା। ଭାଇରାଲ ପ୍ରତିଛବିର ନିମ୍ନ ବାମ କୋଣରେ ଏକ ୱାଟର ମାର୍କ ଥିଲା। ଯେଉଁଥିରେ ଲେଖାଥିଲା ରିମେକର୍‌।

ଏଥିରୁ ସୂଚନା ମିଳିଲା ଯେ, ରିମେକର୍‌ ହେଉଛି ଏକ ଏଆଇ ସୃଜନଶୀଳ ବିଷୟବସ୍ତୁ ଜେନେରେଟର, ଯାହା ସାହାଯ୍ୟରେ ଯେକୌଣସି ଫଟୋ କିମ୍ବା ଭିଡିଓରେ ଚେହେରା ପରିବର୍ତ୍ତନ କରାଯାଇପାରିବ। ଏହି ସାହାଯ୍ୟରେ ଫଟୋଟି ପରିବର୍ତ୍ତନ କରାଯାଇଥିବା ଜଣାପଡିଛି।

धूम्रपान करते हुए ये सोनिया गांधी की नहीं बल्कि एआई टूल से बनाई गई है तस्वीर

 


Enter your email to get our daily news in your inbox.

All Right Reserved By Dharitri.Com

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri