Posted inଜାତୀୟ

ସୋନିଆଙ୍କ ଆସନରୁ ଲୋକ ସଭା ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୨।୨: ୨୬ ଫେବୃଆରୀରେ ରାଜ୍ୟ ସଭାର ୫୬ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି କାରଣରୁ ରାଜନୈତିକ ଦଳମାନେ କ୍ରମାଗତ ଭାବରେ ନିଜ ପ୍ରାର୍ଥୀ ଘୋଷଣା କରୁଛନ୍ତି। ସେପଟେ ଖବର ଆସୁଛି ଯେ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇପାରନ୍ତି। ତେବେ ସୋନିଆ ଗାନ୍ଧୀ ରାଜ୍ୟ ସଭା ଗଲା ପରେ ରାଏବରେଲି ଆସନ ଖାଲି ହେବାକୁ ଯାଉଛି। କୁହାଯାଉଛି କି କଂଗ୍ରେସ ଏଠାରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ମଇଦାନକୁ ଓହ୍ଲାଇପାରେ। ଆସନ୍ତା ଏକରୁ ଦୁଇ ଦିନ ମଧ୍ୟରେ କଂଗ୍ରେସ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ।

ସେହିପରି ଅଭିଷେକ ମନୁ ସିଂଘବୀ କର୍ନାଟକରୁ , ଅଖିଳେଶ ପ୍ରସାଦ ସିଂ ବିହାରରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇପାରନ୍ତି। ଏହା ବ୍ୟତୀତ ଦଳ ପୁଣିଥରେ ସୟଦ ନାସିର ହୁସେନ ଏବଂ ଅଜୟ ମାକେନଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିପାରେ। ସେପଟେ ଅଶୋକ ଚୌହାନ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ଏଭଳି ପରିସ୍ଥିତିରେ ଯଦି ଅଧିକ ବିଧାୟକ କଂଗ୍ରେସ ଛାଡନ୍ତି ତେବେ ମହାରାଷ୍ଟ୍ରରେ କଂଗ୍ରେସ ପାଖରେ ଗୋଟିଏ ବି ରାଜ୍ୟ ସଭା ଆସନ ପାଇଁ ବିକଳ୍ପ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri