Posted inଜାତୀୟ

ପୁଣି ଅସ୍ଥାୟୀ ଭାବେ ମଙ୍ଗ ସମ୍ଭାଳିବେ ସୋନିଆ

ନୂଆଦିଲ୍ଲୀ,୨୨।୮: ପୁଣି ୬ ମାସ ଯାଏ କଂଗ୍ରେସର ମଙ୍ଗ ଧରିବେ ସୋନିଆ ଗାନ୍ଧୀ। ଏନେଇ ସୋମବାର କଂଗ୍ରେସ ସିଡବ୍ଲ୍ୟୁସି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆଗାମୀ ୬ ମାସ ଭିତରେ ଦଳ ନିଜର ନୂଆ ଅଧ୍ୟକ୍ଷ ଚୟନ କରିିବ। ବର୍ତ୍ତମାନ ଦଳର ଅସ୍ଥାୟୀ ଅଧ୍ୟକ୍ଷ ଭାବେ ସୋାନିଆ ଗାନ୍ଧୀ ଦାୟିତ୍ୱ ନିର୍ବାହ କରିବେ ବୋଲି ଦଳ ସହମତି ପ୍ରକାଶ କରିଛି। ସୂଚନାଯୋଗ୍ୟ, କଂଗ୍ରେସରେ ନେତୃତ୍ୱ ସଙ୍ଗଟ ମଧ୍ୟରେ ସୋମବାର ସିଡବ୍ଲ୍ୟୁସିର ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ନେତୃତ୍ୱକୁ ନେଇ ୭ଘଣ୍ଟା ଧରି ବିସ୍ତୃତ ଆଲୋଚନା ହୋଇଥିଲା। ସେହି ସମୟରେ ଦଳର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନା କରିବା ସହ ପଦରୁ ଇସ୍ତଫା ମଧ୍ୟ ଦେଇଥିଲେ। କିନ୍ତୁ କେତେକ ନେତା ତାଙ୍କୁ ଏହି ପଦରେ ରହିବାକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ...

କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର...

ମହିଳାଙ୍କୁ ଆତଙ୍କବାଦ କାର୍ଯ୍ୟରେ ନିୟୋଜିତ କରୁଛନ୍ତି ଆତଙ୍କବାଦୀ…

ଶ୍ରୀନଗର,୨୭।୧୧ : କାଶ୍ମୀରର ତିନୋଟି ଜିଲା ଆତଙ୍କବାଦରୁ ମୁକ୍ତ ହୋଇଛି। ଚଳିତ ବର୍ଷ ୧୮୯ ଆତଙ୍କବାଦୀଙ୍କର ଏନକାଉଣ୍ଟର କରାଯାଇଛି ବୋଲି ଏଡିଜିପି କଶ୍ମୀର ଜୋନ ବିଜୟ...

ଭାରତର ବଡ଼ ବୋମା, ନିମିଷିକରେ ଉଡ଼ାଇଦେବ ପାକିସ୍ତାନ ଏୟାରପୋର୍ଟ

ଭୋପାଳ,୩ା୪: ଦେଶର ଶକ୍ତି ବଢ଼ାଇବା ପାଇଁ ମଧ୍ୟପ୍ରଦେଶର ଜବଲପୁରର ଖମରିଆ ଅର୍ଡିନାନ୍ସ କାରଖାନା (OFK) ୫୦୦ କିଲୋଗ୍ରାମ ଅର୍ଥାତ ଅଧ କୁଇଣ୍ଟାଲ ଓଜନର ଜିପି ବୋମା...

ନୋଏଡା ସ୍ପାଇସ୍‌ ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୨୬।୮: ରାଜଧାନୀ ଦିଲ୍ଲୀର ନୋଏଡା ସେକ୍ଟର ୨୫-ଏ ସ୍ଥିତ ସ୍ପାଇସ୍‌ ମଲ୍‌ରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁ ଏତେ ଭୟଙ୍କର ଥିଲା ଯେ,...

ଟୁଇଟରର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ କଲା ବ୍ଲକ

ନୂଆଦିଲ୍ଲୀ/ଇସଲାମାବାଦ,୩୦ ।୩: ଟୁଇଟର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ ବ୍ଲକ କରି ଦେଇଛି । ଟୁଇଟରରେ...

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ...

ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ

ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍‌ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା...

Advertisement
Archives

Model This Week