Posted inଜାତୀୟ

ଜନ୍ମଦିନ ପାଳିବେ ନାହିଁ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନ ବିରୋଧରେ କୃଷକ ବିରୋଧ ପ୍ରଦର୍ଶନ ଚାଲିଛି। ତାଙ୍କର ଆନ୍ଦୋଳନର ୧୩ ତମ ଦନରେ କୃଷକମାନେ ଭରତ ବନ୍ଦ ଡାକରା ଦେଇଛନ୍ତି। କଂଗ୍ରେସ ସମେତ ୨୦ରୁ ଅଧିକ ଦଳ ଏହି ଭାରତ ବନ୍ଦକୁ ସମର୍ଥନ କରିଛନ୍ତି। ସେପଟେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ତାଙ୍କ ଜନ୍ମଦିନ ବିଷୟରେ ଘୋଷଣା କରିଛନ୍ତି। କୃଷି ନିୟମ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ଏବଂ କରୋନା ମହାମାରୀ ଯୋଗୁ ସେ ଡିସେମ୍ବର ୯ରେ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ଖାସ୍‌ ଭାବେ ଦିଲ୍ଲୀ ସୀମାରେ ଗତ ୧୩ ଦିନ ହେବ ଲକ୍ଷ ଲକ୍ଷ କୃଷକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସରକାର ଏହି କୃଷି ଆଇନ ପ୍ରତ୍ୟାହାର କରିବାକୁ ସେମାନେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୯ରେ ସୋନିଆ ଗାନ୍ଧୀ୭୪ତମ ଜନ୍ମଦିନ ପାଳନ କରିବେ। ଏହା ସହିତ କୃଷକ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଷଷ୍ଠ ରାଉଣ୍ଡ ଆଲୋଚନା ମଧ୍ୟ ଡିସେମ୍ବର ୯ରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?