Posted inଜାତୀୟ

ଅନାଥ ଶିଶୁଙ୍କୁ ନବୋଦୟ ବିଦ୍ୟାଳୟରେ ମାଗଣା ଶିକ୍ଷା ଦିଅ

ନୂଆଦିଲ୍ଲୀ,୨୦ା୫: କୋଭିଡ୍‌-୧୯ ମହାମାରୀରେ ମା’ବାପାଙ୍କୁ ହରାଇଥିବା ଅନାଥ ପିଲାଙ୍କୁ ନବୋଦୟ ବିଦ୍ୟାଳୟରେ ମାଗଣାରେ ଶିକ୍ଷାଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଗୁରୁବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦାବି କରିଛନ୍ତି।
ମୋଦିଙ୍କୁ ପଠାଇଥିବା ପତ୍ରରେ ସୋନିଆ ଲେଖିଛନ୍ତି, ମା’ବାପାଙ୍କୁ ହରାଇ ଦୁଃଖରେ ଥିବା ପିଲାଙ୍କ ଭବିଷ୍ୟତ ଭଲ ହେଉ ବୋଲି ଦେଶ ଚାହେଁ। ତେଣୁ ମା’ ଓ ବାପାଙ୍କୁ ହରାଇଥିବା ପିଲାଙ୍କୁ ମାଗଣାରେ ଶିକ୍ଷାଦାନ କରାଯାଉ। ଏହି ଅବସରରେ ସୋନିଆ ତାଙ୍କ ସ୍ବର୍ଗତ ସ୍ବାମୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଦ୍ୱାରା ଦେଶରେ ନବୋଦୟ ସ୍କୁଲ ପ୍ରତିଷ୍ଠା ହୋଇଥିବା ବିଷୟ ସ୍ମରଣ କରିଛନ୍ତି। ବର୍ତ୍ତମାନ ଦେଶରେ ୬୬୧ ନବୋଦୟ ବିଦ୍ୟାଳୟ ରହିଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି। ସୋନିଆଙ୍କ ପୁଅ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ଚିଠିକୁ ଟୁଇଟରରେ ଶେୟାର କରିଛନ୍ତି। କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବା ଉଚିତ ବୋଲି ରାହୁଲ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ପରେ ପ୍ରଥମ ଥର ପଶ୍ଚିମବଙ୍ଗ ଯିବେ ନଡ୍ଡା

ନୂଆଦିଲ୍ଲୀ,୨।୧: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆକ୍ରମଣ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗ ଗସ୍ତ କରିବେ। ଆସନ୍ତା ୯ତାରିଖରେ ବୀରଭୂମ ଜିଲାରେ ହେବାକୁ...

ଅନ୍‌ଲାଇନ ଶୈକ୍ଷିକ ଗେମ୍‌ ‘ଆଜାଦୀ କ୍ୱେଷ୍ଟ’ ଶୁଭାରମ୍ଭ

ନୂଆଦିଲ୍ଲୀ,୨୫।୮(ପି.ଆଇ.ବି): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତୀୟ ସ୍ବାଧୀନତ ସଂଗ୍ରାମର ଗୌରବ ଗାଥାର ପ୍ରଚାର ପ୍ରସାର ଲାଗି କେନ୍ଦ୍ର ସୂଚନା ଓ ପ୍ରସାରଣ...

କଳଙ୍କିତ ସୁଶାସନ

ପାଟନା,୧୪ା୧: ବିହାରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି। ମୁଜାଫରପୁର ସହରରେ ଅପରାଧୀମାନେ ବୁଧବାର ଜଣେ ନାବାଳିକାଙ୍କୁ ଗଶବଳାତ୍କାର କରିବା ପରେ ଘରେ ପଶି ଜିଅନ୍ତା...

ଦେଶର ମୁସଲମାନଙ୍କୁ ଦ୍ୱିତୀୟ ଶ୍ରେଣୀର ନାଗରିକ କରିଦେଇଛନ୍ତି ମୋଦି ସରକାର: ଓଓ୍ବାଇସି

ନୂଆଦିଲ୍ଲୀ,୨୪।୭: ସଂସଦର ଅଧିବେଶନ ମଧ୍ୟରେ ଏଆଇଏମଆଇଏମ ସଭାପତି ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ସାଭରକର ଏବଂ...

ଚାଇନା ସୀମାରେ ପରାକ୍ରମ ଦେଖାଇଲା ଭାରତୀୟ ସେନା

ଲଦାଖ,୧୮।୯: ଭାରତୀୟ ସେନା ମଙ୍ଗଳବାର ଚାଇନା ସୀମା ଅର୍ଥାତ୍‌ ପୂର୍ବ ଲଦାଖ ଅଞ୍ଚଳରେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଅଭ୍ୟାସରେ ବଖତରବନ୍ଦ ସେନାର ସଦସ୍ୟ, ବାୟୁସେନା ଓ...

ନିଆଯାଇଥିବା ଅଧିକ ଅର୍ଥ ଫେରାଯାଉ

ନୂଆଦିଲ୍ଲୀ, ୬।୧୨: କୋଭିଡ୍‌ ଚିହ୍ନଟ ଲାଗି ହୋଇଥିବା ଆର୍‌ଟି-ପିସିଆର୍‌ ପରୀକ୍ଷାରେ ଘରୋଇ ଲାବ୍‌ ଓ ହସ୍ପ୍‌ିଟାଲଗୁଡ଼ିକ ଅତ୍ୟଧିକ ଦେୟ ନେଇଛନ୍ତି। ଏବେ ସେମାନେ ଉକ୍ତ ଅତିରିକ୍ତ...

ଜନ୍ମଦିନରେ ଆମେଠିରେ ରହିବେ ପ୍ରିୟଙ୍କା

ଲକ୍ଷ୍ନୌ,୧୨।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୧୨ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଜନ୍ମଦିନରେ...

ଭାରତୀୟ ସେନା ପୃଥିବୀର ସର୍ବଶ୍ରେଷ୍ଠ ସଶସ୍ତ୍ର ବାହିନୀ ମଧ୍ୟରୁ ଅନ୍ୟତମ: ସେନାମୁଖ୍ୟ…

ନୂଆଦିଲ୍ଲୀ,୧୪।୧ : ଜାନୁୟାରୀ ୧୫ରେ ସେନା ଦିବସ ପାଳନ ପୂର୍ବରୁ ଭାରତୀୟ ସେନାର ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଶନିବାର କହିଛନ୍ତି ଭାରତୀୟ ସେନା ପୃଥିବୀର...

Advertisement
Archives

Model This Week