Posted inଜାତୀୟ

ଭାରତ ଯୋଡ଼ ଯାତ୍ରାରେ ସୋନିଆ ସାମିଲ…

ବେଙ୍ଗାଲୁରୁ,୬।୧୦ : ଦୁଇ ଦିନିଆ ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ପୁଣି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ପ୍ରଥମ ଥର ପାଇଁ ଏହି ପଦଯାତ୍ରାରେ ଯୋଗ ଦେଇଛନ୍ତି।

କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ତଥା ପୂର୍ବତନ ରାଜ୍ୟ ମନ୍ତ୍ରୀ ଡି.କେ ଶିବକୁମାର ଏହି ଅବସରରେ କହିଛନ୍ତି ଯେ ବିଜୟାଦଶମୀ ପରେ ଏବେ ରାଜ୍ୟରେ କଂଗ୍ରେସର ବିଜୟ ହେବ। ଆମେ ରାଜ୍ୟରେ କ୍ଷମତାକୁ ଆସୁଛୁ ଏବଂ ଭାଜପାର ଦୋକାନ ବନ୍ଦ ହେବାକୁ ଯାଉଛି। ଆମେ ଗର୍ବିତ ଯେ ସୋନିଆ ଗାନ୍ଧୀ ରାଜ୍ୟରେ ରାଜରାସ୍ତାକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri