Posted inଜାତୀୟ

ମୋଦିଙ୍କୁ ଘେରିଲେ ସୋନିଆ-ରାହୁଲ-ପ୍ରିୟଙ୍କା: କୃଷି ଆଇନ ବିରୋଧରେ କଂଗ୍ରେସର ସୋସିଆଲ ମିଡ଼ିଆ ଅଭିଯାନ

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଅଭିଯାନ ସୋମବାରଠାରୁ ଆରମ୍ଭ ହୋଇଛି। ସ୍ପିକ୍‌ ଅପ୍‌ ଫର ଫାର୍ମରର୍ସ ନାମକ ଏହି ଅଭିଯାନରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ ଟୁଇଟ୍‌ କରି କହିଛନ୍ତି ଯେ, କେନ୍ଦ୍ର ସରକାର କଳା ଆଇନ ଆଣିବା ସହିତ ଅନ୍ନଦାତାଙ୍କ ଉପରେ ଅତ୍ୟାଚାର ଜାରି ରଖିଛନ୍ତି। ତେବେ ଚାଷୀର ସ୍ବର ଯେ, ସାରା ଦେଶରେ ଗୁଞ୍ଜି ଉଠିବ ତାହା ସରକାର ଭୁଲି ଯାଇଛନ୍ତି। ସରକାରଙ୍କ ଏଭଳି କାର୍ଯ୍ୟକୁ କେବେ ମଧ୍ୟ ସହ୍ୟ କରାଯିବ ନାହିଁ। ପ୍ରିୟଙ୍କ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ଚାଷୀଙ୍କ ପାଇଁ ଅଣାଯାଇଥିବା ଆଇନରେ କେବଳ କୋଟିପତି ବ୍ୟବସାୟୀଙ୍କ ଫାଇଦା ହେବ। ଏହାଦ୍ୱାରା ଚାଷୀଙ୍କ ଆର୍ଥିକ ବିକାଶ ହେବ ନାହିଁ। ସରକାର ଜାଣିଶୁଣି ଚାଷୀଙ୍କ ପେଟରେ ଲାତ ମାରିଥିବା ସେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri