ଓଡ଼ିଶା ଆସିବେ ସୋନିଆ, ରାହୁଲ

ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ ଓଡ଼ିଶା ଗସ୍ତରେ ଆସିବେ। କୋରାପୁଟରେ ସୋନିଆ କଂଗ୍ରେସ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ଥିବା ବେଳେ ରାୟଗଡ଼ା ଗସ୍ତରେ ଆସି ପ୍ରଚାର କରିବେ ପୂର୍ବତନ ଏଆଇସିସି ସଭାପତି ରାହୁଲ ଗାନ୍ଧୀ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri