Posted inଜାତୀୟ

ଇସ୍ତଫା ଦେବେନି ସୋନିଆ-ରାହୁଲ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର ଅପରାହ୍ନ ୪ଟାରେ ଦିଲ୍ଲୀସ୍ଥିତି ଅଲ ଇଣ୍ଡିଆ କଂଗ୍ରେସ କମିଟି କାର୍ଯ୍ୟାଳୟରେ ଏହି ଚିନ୍ତନ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ହେଉଥିଲା।

ତେବେ ବୈଠକରେ ସୋନିଆ ଅବା ରାହୁଲ କେହି ଇସ୍ତଫା ଦେବେନି ବୋଲି ପ୍ରବକ୍ତା ରଣଦୀପ୍‌ ସୁର୍ଜେଓ୍ବାଲା ଶନିବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଏହା ଗୁଜବ ଏବଂ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସେ କହିଛନ୍ତି। ବୈଠକରେ କେବଳ ନିର୍ବଚନ ପଳାଫଳର ସମୀକ୍ଷା କରାଯିବା ସହିତ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବାର ଯୋଜନା ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri