ସୋନିଆ-ରାହୁଲଙ୍କ Poor କଥା: ଟାର୍ଗେଟ କଲେ ମୋହନ ମାଝୀ, ଶୁଣିକି ସମସ୍ତେ ତାଜୁବ!

ଭୁବନେଶ୍ୱର,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ମୁର୍ମୁଙ୍କ ଭାଷଣକୁ ବିରକ୍ତିକର ବୋଲି କହିଛନ୍ତି। ଏହାକୁ ନେଇ ଏବେ ରାଜନୀତି ଜୋର ଧରିଛି। ଭାଜପା କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି।

ତେବେ ଏହାକୁ ନେଇ ସୋନିଆ ଓ ରାହୁଲଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ଏହା ସେମାନଙ୍କର ସମ୍ଭ୍ରାନ୍ତବାଦୀ ଆଚରଣର ପ୍ରତିଫଳନ। ଏଭଳି ଆଚରଣ କରିବା ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ। ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। କଂଗ୍ରେସ ଏଥି ପାଇଁ କ୍ଷମା ପ୍ରାର୍ଥନା କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri