Posted inଜାତୀୟ

ଜାତୀୟ ଶିକ୍ଷାନୀତିକୁ ନିନ୍ଦାକଲେ ସୋନିଆ

ନୂଆଦିଲ୍ଲୀ,୧।୪(ପି.ଟି.): କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଶିକ୍ଷାନୀତିକୁ ନିନ୍ଦା କରିଛନ୍ତି। କ୍ଷମତାର କେନ୍ଦ୍ରୀକରଣ, ବ୍ୟବସାୟୀକରଣ, ଘରୋଇ ସେକ୍ଟରରେ ପୁଞ୍ଜିନିବେଶର ଆଉଟ୍‌ସୋର୍ସିିଂ ଏବଂ ପାଠ୍ୟପୁସ୍ତକଗୁଡ଼ିକର ସାମ୍ପ୍ରଦାୟୀକରଣ ଉକ୍ତ ଶିକ୍ଷାନୀତିର ମୁଖ୍ୟ ଏଜେଣ୍ଡା। ଉପରୋକ୍ତ ୩ ‘ସି’ ଏବେ ଭାରତୀୟ ଶିକ୍ଷାକୁ ଘାରିଥିବା କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା କହିଛନ୍ତି। ଭାରତୀୟ ଶିକ୍ଷା ବ୍ୟବସ୍ଥାର ‘ହତ୍ୟା’ ବନ୍ଦ ହେବା ଜରୁରୀ ବୋଲି ସେ ଏକ ପ୍ରବନ୍ଧରେ ଲେଖିଛନ୍ତି। ଏଥିରେ ସୋନିଆ କହିଛନ୍ତି, ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ ଆଣିବା ପଛରେ ସରକାରଙ୍କ ବାସ୍ତବତା ଲୁଚି ରହିଛି, ଯାହା ଭାରତର ପିଲା ଓ ଯୁବବର୍ଗଙ୍କ ଶିକ୍ଷା ପାଇଁ ସମ୍ପୂର୍ଣ୍ଣ ଉଦାସୀନ। କେନ୍ଦ୍ର ସରକାରଙ୍କ ଗତ ଦଶନ୍ଧିର ଟ୍ରାକ୍‌ ରେକର୍ଡ ଦେଖିଲେ ଜଣାଯାଏ, ଏହା କେବଳ ତିନୋଟି ମୁଖ୍ୟ ଏଜେଣ୍ଡାର ସଫଳ କାର୍ଯ୍ୟକାରିତା ପାଇଁ ଚିନ୍ତିତ। ସେଗୁଡ଼ିକ ହେଲା କେନ୍ଦ୍ର ସରକାରଙ୍କ ସହ କ୍ଷମତା କେନ୍ଦ୍ରୀକରଣ, ବ୍ୟବସାୟୀକରଣ ଏବଂ ଘରୋଇ କ୍ଷେତ୍ରରେ ଶିକ୍ଷାରେ ନିବେଶର ଆଉଟ୍‌ସୋର୍ସିଂ, ପାଠ୍ୟପୁସ୍ତକ, ପାଠ୍ୟକ୍ରମ ଓ ଶିକ୍ଷାନୁଷ୍ଠାନର ସାମ୍ପ୍ରଦାୟୀକରଣ ବୋଲି ସୋନିଆ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri