Posted inଜାତୀୟ

ସୋନିଆ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ

ନୂଆଦିଲ୍ଲୀ, ୧୦।୮(ପି.ଟି.): ନୂଆ ଅଧ୍ୟକ୍ଷ ନିର୍ବାଚନ ଲାଗି ଉପଯୁକ୍ତ ପ୍ରକ୍ରିୟା କାର୍ଯ୍ୟକାରୀ ନ ହେବା ଯାଏ ସୋନିଆ ଗାନ୍ଧୀ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ ବୋଲି ରବିବାର ଦଳ ପକ୍ଷରୁ କୁହାଯାଇଛି। ଗତବର୍ଷ ଅଗଷ୍ଟ ୧୦ରେ ସୋନିଆ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦ ଗ୍ରହଣ କରିଥିଲେ। ସୋମବାର ତାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ତେବେ ସୋମବାରଠାରୁ ଏହି ପଦ ଖାଲିପଡ଼ିବ ନାହିଁ। ନୂଆ ନେତା ନିର୍ବାଚିତ ହେବା ପର୍ଯ୍ୟନ୍ତ ସୋନିଆ ଅନ୍ତରୀଣ ଅଧ୍ୟକ୍ଷ ପଦରେ ରହିବେ ବୋଲି କଂଗ୍ରେସ ମୁଖପାତ୍ର ଅଭିଷେକ ମନୁ ସିଙ୍ଘଭି ଅନଲାଇନ ଜରିଆରେ ଗଣମାଧ୍ୟମକୁ କହିଛନ୍ତି। ନିର୍ବାଚନ ପ୍ରକ୍ରିୟା ଉପରେ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) କାର୍ଯ୍ୟ କରୁଛି ଏବଂ ଖୁବ୍‌ଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ କହିଲେ ବି କ୍ଷମାଦେବିନି’

ନୂଆଦିଲ୍ଲୀ,୧୯ା୧(ପି.ଟି.): ଦିଲ୍ଲୀର ପାରାମେଡିକାଲ ଛାତ୍ରୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀମାନଙ୍କୁ କ୍ଷମା କରିଦେବା ପାଇଁ ବରିଷ୍ଠ ଆଇନଜୀବୀ ଇନ୍ଦିରା ଜୟସିଂ କରିଥିବା...

ତ୍ରୁଟିପୂର୍ଣ୍ଣ କିଟ୍‌ ପାଇଁ ରାପିଡ୍‌ ଟେଷ୍ଟ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୪(ପିଟି): କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ଚାଇନାର ୨ଟି କମ୍ପାନୀରୁ ଭାରତକୁ ଆସିଥିବା କୋଭିଡ-୧୯ ରାପିଡ ଆଣ୍ଟିବଡି ଟେଷ୍ଟ କିଟ୍‌କୁ ବ୍ୟବହାର ନ କରିବାକୁ...

କରୋନାର ତୃତୀୟ ଲହର ପାଇଁ ଦାୟୀ ରହିବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧୦ ।୭: ଯଦି ଦେଶରେ କରୋନାର ତୃତୀୟ ଲହର ଆସିବ ତେବେ ଏଥିପାଇଁ ସାଧାରଣ ଜନତାଙ୍କୁ ଦାୟୀ କରାଯାଇପାରେ । ଆଇଏଏନ୍‌ଏସ୍‌-ସି-ଭୋଟର-ସର୍ଭେ ଅନୁସାରେ ୫୭ ପ୍ରତିଶତ...

ଆସାମରେ ପ୍ରଳୟଙ୍କରି ବନ୍ୟା, ୨୦ ଜିଲାର ୨ ଲକ୍ଷ ଲୋକ ପ୍ରଭାବିତ

ଗୁଆହାଟି,୧୭ ।୫: ଉତ୍ତର ଭାରତରେ ଲଗାତାର ବଢିଚାଲିଛି ଗ୍ରୀଷ୍ମର ପ୍ରକୋପ । ଏପଟେ ଆସାମରେ ଲଗାତାର ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନ ଭଳି ପରିସ୍ଥିତି...

୨୪ ଘଣ୍ଟାରେ ୧୮୦୦ରୁ ଅଧିକ କରୋନା ସଂକ୍ରମିତ ହେଲେ ସୁସ୍ଥ

ନୂଆଦିଲ୍ଲୀ,୧୩।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଇତିମଧ୍ୟରେ ୭୪ ହଜାର ୨୮୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।...

ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ

ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର...

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ...

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା...

Advertisement
Archives

Model This Week