ସୋନାଲିକାର ୨୬% ଘରୋଇ ଅଭିବୃଦ୍ଧି

ନୂଆଦିଲ୍ଲୀ,୭।୨: ଦେଶର ପ୍ରମୁଖ ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ଚଳିତ ବର୍ଷ ଜାନୁୟାରୀରେ ମୋଟ ୯,୭୪୧ଟି ଟ୍ରାକ୍ଟର ବିକ୍ରି କରିଥିବା ଜଣାପଡିଛି। ଏପରିକି କମ୍ପାନୀର ବିକ୍ରି ପରିମାଣ ଜାନୁୟାରୀରେ ପ୍ରାୟ ୨୬% ଅଭିବୃଦ୍ଧିର ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିଶେଷକରି କମ୍ପାନୀର ଅଫିସିଆଲ ୱେବ୍‌ସାଇଟ୍‌ରେ ମଧ୍ୟ ବ୍ରାଣ୍ଡ୍‌ର ସମସ୍ତ ଟ୍ରାକ୍ଟର ମୂଲ୍ୟକୁ ଉନ୍ମୋଚନ କରିବାର ଏକ ଅତୁଳନୀୟ ପଦକ୍ଷେପ ଗ୍ରହଣ କରିଛି। ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମତ୍ତଲ କହିଛନ୍ତି, ସୋନାଲିକା ଟ୍ରାକ୍ଟର୍ସରେ ଆମେ କୃଷକଙ୍କ ସମୃଦ୍ଧି ଓ ଆୟ ବୃଦ୍ଧି ପାଇଁ ନିରନ୍ତର ଉଦ୍ଭାବନ ଜାରି ରଖଛୁ। ଏପରିକି ଆମର ସ୍ବତନ୍ତ୍ର ଆଭିମୁଖ୍ୟ ଆମ ଡିଏନ୍‌ଏରେ ଗଭୀର ଭାବେ ଅନ୍ତର୍ନିହିତ ରହିଛି, ବିଶେଷକରି ଅଭିନବ ଉତ୍ପାଦ ଲଞ୍ଚ କରିବା ସହ ଆମେ ୱେବ୍‌ସାଇଟ୍‌ରେ ମଧ୍ୟ ଟ୍ରାକ୍ଟର ମୂଲ୍ୟ ଉନ୍ମୋଚନ କରିବା ଭଳି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରୁଛୁ, ଯାହା କୃଷି ସମୁଦାୟ ମଧ୍ୟରେ ଏକ ପ୍ରକାରର ବିପ୍ଳବ ସୃଷ୍ଟି କରିଛି। ଏଭଳି ପଦକ୍ଷେପ ଦ୍ୱାରା ଆମର ବର୍ଦ୍ଧିତ ଉପତ୍ାଦ ପୋର୍ଟଫୋଲିଓରେ ଟ୍ରାକ୍ଟର କ୍ରୟ ପ୍ରକ୍ରିୟାରେ ସ୍ବଚ୍ଛତା ସୁନିଶ୍ଚିତ ହୋଇପାରୁଛି, ଫଳରେ ଚାଷୀଙ୍କ ଏକ ବଡ ସମସ୍ୟାର ସମାଧାନ ହୋଇପାରିଛି। ଏହା ଆମକୁ ୨୦୨୩ ଜାନୁୟାରୀରେ ଶିଳ୍ପ ଅଭିବୃଦ୍ଧିକୁ ପଛରେ ପକାଇ ୯୭୪୧ଟି ଟ୍ରାକ୍ଟର ବିକ୍ରି ସହ ୨୬% ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri