କ୍ଷମା ମାଗିଲେ ସୋନୁ

ମୁମ୍ବାଇ: ସୋନୁ ସୁଦ୍‌ ତାଙ୍କର ଏକ ଭିଡିଓ ନେଇ ସମସ୍ତଙ୍କୁ କ୍ଷମା ମାଗିଛନ୍ତି। ଗତ ଡିସେମ୍ବର ୧୩ରେ ସେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ଟ୍ରେନ୍‌ ଡୋର ପାଖରେ ବସି ଏକ ଭିଡିଓ କରିଥିଲେ। ସେ ସେହି ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିବାରୁ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଥିଲା। ତାଙ୍କର ଏହି ଭିଡିଓରେ ବୁଧବାର ଉତ୍ତର ତଟ ରେଲ୍‌ଓ୍ବେ ତାଙ୍କୁ ସମାଲୋଚନା କରିବା ସହ ଆପତ୍ତି ଉଠାଇ ନାପସନ୍ଦ କରିଛି ମୁମ୍ବାଇ ରେଲ୍‌ୱେ ପୋଲିସ କମିଶନରେଟ୍‌। ରେଲ୍‌ୱେ ଟୁଇଟ୍‌ କରି ଲେଖିଛି, ଆପଣ ହେଉଛନ୍ତି ସମସ୍ତଙ୍କ ପାଇଁ ଆଦର୍ଶ। ଯଦି ଆପଣ ଟ୍ରେନ୍‌ ଡୋର ନିକଟରେ ଯାତ୍ରା କରିବା ବିପଜ୍ଜନକ ବୋଲି ଜାଣି ଏପରି କରିବେ, ତେବେ ଏହା ଆପଣଙ୍କ ପ୍ରଶଂସକମାନଙ୍କୁ ଭୁଲ୍‌ ବାର୍ତ୍ତା ଦେଇପାରେ। ଆପଣ ଦୟାକରି ଏମିତି କରନ୍ତୁ ନାହିଁ। ବାସ୍ତବ ଜୀବନରେ ତାଙ୍କୁ ଏପରି କୌଣସି ଷ୍ଟଣ୍ଟ ନ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri