ଆକ୍ରମଣ ପରେ ମୁହଁ ଖୋଲିଲେ ସୋନୁ ନିଗମ

ମୁମ୍ବାଇର ଚେମ୍ବୁରଠାରେ ସୋମବାର ରାତିରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗାୟକ ସୋନୁ ନିଗମଙ୍କ ଉପରେ ଆକ୍ରମଣ ହୋଇଛି। ଉଦ୍ଧବ ଠାକ୍‌ରେ ଗୋଷ୍ଠୀର ଜଣେ ଶିବସେନା ବିଧାୟକଙ୍କ ପୁଅ ଓ ତାଙ୍କର କେତେଜଣ ଗୁଣ୍ଡା ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସୋନୁ ଓ ଅନ୍ୟ ଜଣେ ବ୍ୟକ୍ତି ଆହତ ଅବସ୍ଥାରେ ଚେମ୍ବୁରର ଜେନ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆକ୍ରମଣର କାରଣ ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ଆକ୍ରମଣ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଏହି ଆକ୍ରମଣ ପରେ ସୋନୁ ନିଗମ ମୁହଁ ଖୋଳିଛନ୍ତି। ସୋନୁ କହିଛନ୍ତି, ମୁଁ କନସର୍ଟ ପରେ ମଞ୍ଚରୁ ଓହ୍ଲାଉଥିଲି, ସେହି ସମୟରେ ଅଭିଯୁକ୍ତ ଜଣଙ୍କ ମୋତେ ଧରିଥିଲେ। ତା’ପରେ ସେ ମୋତେ ବଞ୍ଚାଇବାକୁ ଆସିଥିବା ହରି ଏବଂ ରବାନୀଙ୍କୁ ଠେଲିଦେଲେ। ତା’ପରେ ମୁଁ ପାହାଚ ଉପରେ ପଡ଼ିଗଲି। ଏନେଇ ମୁଁ ଏକ ଅଭିଯୋଗ ଦାଖଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୋସ୍ତାନା-୨’ରେ ଜାହ୍ନବୀଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତା

ନିଜର ପ୍ରଥମ ସିନେମା ‘ଧଡକ’ରେ ଶ୍ରୀଦେବୀ ତନୟା ଜାହ୍ନବୀ କପୁର ଦର୍ଶକଙ୍କୁ ପ୍ରଭାବିତ କରି ଖୁବ ପ୍ରଶଂସା ସାଉଁଟିଥିଲେ। ଏବେ ସେ କରଣ ଜୋହରଙ୍କ ଆଗାମୀ...

ପ୍ରସିଦ୍ଧ ଟିଭି ଉପସ୍ଥାପିକା ବାରବରା ଓ୍ବାଲଟରର୍ସଙ୍କ ପରଲୋକ…

ଓ୍ବାଶିଂଟନ,୩୧।୧୨ : ଭେଟେରାନ ଆମେରିକୀୟ ଟେଲିଭିଜନ ଉପସ୍ଥାପିକା ବାରବରା ଓ୍ବାଲଟରର୍ସଙ୍କ ପରଲୋକ ଘଟିଛି। ସେ ୯୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବାରବରା...

ପୁଣି ଫେରିଲେ ରାଜ୍‌

ବମ୍ବେ: ସୋସିଆଲ ମିଡିଆକୁ ପୁଣି ଫେରିଲେ ରାଜ କୁନ୍ଦ୍ରା। ଅଶ୍ଳିଳ ଫିଲ୍ମ ନିର୍ମାଣ ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିଲେ ସେ। ଏହାପରଠାରୁ ସେ ଚର୍ଚ୍ଚାରେ...

ରାଜନୀତି ଖେଳର ଶିକାର ହୋଇଗଲି: କୁମ୍‌କୁମ୍‌ ମହାନ୍ତି

ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ...

ଭୁଲ୍‌ ଇଂରାଜୀ ସ୍ପେଲିଙ୍ଗ୍‌ ଲେଖି ଚର୍ଚ୍ଚାରେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ସର୍ବଦା ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରତିଦିନ ସେ ନିଜର ଭାବନାକୁ ସୋସିଆଲ ମିଡିଆରେ ଶେୟାର କରନ୍ତି।...

ଶାଶୁଙ୍କ କୋଳରେ କଟ୍ରିନା

ବମ୍ବେ: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ନିଆରା ଢ଼ଙ୍ଗରେ ପରିବାରର ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବଲିଉଡ୍‌ ଅଭିନେତା ବିକ୍କି କୌଶଲ। ସ୍ତ୍ରୀ କଟ୍ରିନା...

ଉର୍ଫିଙ୍କଠାରୁ କମ୍‌ ସୁନ୍ଦର ନୁହନ୍ତି ତାଙ୍କ ମା’

ବମ୍ବେ: ବିଗ୍‌ବସ୍‌ ଓଟିଟି ଫେମ୍‌ ଉର୍ଫି ଜାଭେଦ ସର୍ବଦା ନିଜର ଅଜବ ଫ୍ୟାଶନକୁ ନେଇ ରହିଥାନ୍ତି ଚର୍ଚ୍ଚାରେ। ବେଳେବେଳେ ନିଜର ପୋଷାକ ଚୟନକୁ ନେଇ ତାଙ୍କୁ...

ବିଗ୍‌ବସ୍‌ ବଦଳାଇଲା ଭାଗ୍ୟ: ମହେଶ ଭଟ୍ଟଙ୍କ ଫିଲ୍ମରେ ନଜର ଆସିବେ ଆସିମ୍‌, ନାୟିକା ସାଜିବେ ସନ୍ନି !

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ ଭାଗ ନେଉଥିବା ପ୍ରତିଯୋଗୀଙ୍କ ଭାଗ୍ୟ ବଦଳାଇଦିଏ। ଠିକ୍‌ ଏପରି କିଛି ଘଟିଛି ‘ବିଗ୍‌ବସ୍‌-୧୩’ର ପ୍ରତିଯୋଗୀ ଅସିମ୍‌ ରିଆଜଙ୍କ କ୍ଷେତ୍ରରେ।...

Advertisement
Archives

Model This Week