ଗ୍ଲୋବାଲ ଏସୀୟ ସେଲିବ୍ରିଟି ତାଲିକାରେ ସୋନୁ ସୁଦ୍‌ ନଂ୧

ବଲିଉଡ ଅଭିନେତା ସୋନୁ ସୁଦଙ୍କ ନାମ ଏବେ ସବୁଠି ଚର୍ଚ୍ଚା। ଲକଡାଉନ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେ ଯେଉଁଭଳି ଭାବରେ ହାତ ବଢ଼ାଉଛନ୍ତି, ତେଣୁ ଲୋକମାନେ ତାଙ୍କୁ ରିଲ ହିରୋ ପରିବର୍ତ୍ତେ ରିୟଲ୍‌ ହିରୋ ଆଖ୍ୟା ଦେଇଛନ୍ତି। ନିକଟରେ ସେ ୨୦୨୦ ପାଇଁ ଗ୍ଲୋବାଲ ଏସୀୟ ସେଲିବ୍ରିଟି ଭାବରେ ମନୋନୀତ ହୋଇଛନ୍ତି। ଗ୍ଲୋବାଲ ଏସୀୟ ସେଲିବ୍ରିଟି ତାଲିକାର ସର୍ବାଗ୍ରେ ଅଛନ୍ତି ସୋନୁ। ସେ ଅନେକ ବଲିଉଡ ସେଲିବ୍ରେଟିଙ୍କ ପଛରେ ପକାଇ ଏହି ଟାଇଟେଳ ହାସଲ କରିଛନ୍ତି।  ପରାସ୍ତ କରିଛନ୍ତ। ସୂଚନା ଅନୁଯାୟୀ, ବ୍ରିଟେନରେ ଅବସ୍ଥିତ ଇଷ୍ଟର୍ନ ଆଇ ଖବରକାଗଜ ଦ୍ୱାରା ପ୍ରକାଶିତ ୫୦ ଏସୀୟ ସେଲିବ୍ରିଟିଙ୍କ ମଧ୍ୟରେ ସୋନୁ ସୁଦ ଶୀର୍ଷରେ ରହିଛନ୍ତି। ନିଜ କାର୍ଯ୍ୟ ସହିତ ସମାଜରେ ଏକ ସକରାତ୍ମକ ଚିହ୍ନ ସୃଷ୍ଟି କରଥିବା ତଥା ଲୋକଙ୍କୁ ପ୍ରେରଣା ଯୋଗାଉଥିବା ଲୋକଙ୍କୁ ଏହି ପୁରସ୍କାର ଦିଆଯାଏ। ଏପରି ପୁରସ୍କାର ପାଇବା ପରେ ସୋନୁ ସୁଦ କହିଛନ୍ତି, ମୋର ଉଦ୍ୟମକୁ ସ୍ବୀକୃତି ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ମହାମାରୀ କରୋନା ଆସିବା ମୁଁ ଅନୁଭବ କଲି ଯେ ମୋର ଦେଶବାସୀଙ୍କୁ ସାହାଯ୍ୟ କରିବା ମୋର କର୍ତ୍ତବ୍ୟ। ମୁଁ ଜଣେ ଭାରତୀୟ ଭାବରେ ମୋର ଦାୟିତ୍ୱ କଲି ଏବଂ ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଏହି କାମ ବନ୍ଦ କରିବି ନାହିଁ ବୋଲି ସେ କହିଛନ୍ତି।

ଗ୍ଲୋବାଲ ଏସୀୟ ସେଲିବ୍ରିଟି ତାଲିକାରେ ଥିବା ବଲିଉଡ୍‌ ସେଲିବ୍ରିଟି

ଅରମାନ ମଲିକ ପଞ୍ଚମ ସ୍ଥାନ

ପ୍ରିୟଙ୍କା ଚୋପ୍ରା ଜୋନାସ ଷଷ୍ଠ ସ୍ଥାନ

ତେଲୁଗୁ ସୁପରଷ୍ଟାର ପ୍ରଭାସ ସପ୍ତମ ସ୍ଥାନ

ଆୟୁଷ୍ମାନ ଖୁରାନା ଏକାଦଶ ସ୍ଥାନ

ଦିଲଜିତ ଦୋସାଞ୍ଜ ୧୪ତମ ସ୍ଥାନ

ଶାହନାଜ ଗିଲ ୧୬ ତମ ସ୍ଥାନ

ଅମିତାଭ ବଚ୍ଚନ ୨୦ ତମ ସ୍ଥାନ

ପଙ୍କଜ ତ୍ରିପାଠୀ ୨୩ତମ ସ୍ଥାନ

ଆସିମ ରିଆଜ ୨୫ ତମ ସ୍ଥାନ

ଡିଜାଇନର୍‌ ମାସାବା ଗୁପ୍ତା ୩୨ତମ ସ୍ଥାନ

ହାସ୍ୟ ଅଭିନେତା ସଲୋନି ଗୌର ୩୬ତମ ସ୍ଥାନ

ଧାୱାନି ବଚୁଶାଲି ୪୨ ତମ ସ୍ଥାନ

ହେଲି ଶାହା ୪୭ ତମ ସ୍ଥାନ

ଅନୁଷ୍କା ଶଙ୍କର ୫୦ର ସ୍ଥାନ


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri