ଫିଲ୍ମ ସେଟ୍‌ରେ ଫୋନ ବାଣ୍ଟିଲେ ସୋନୁ ସୁଦ

ମାନବିକତା ଓ ଉଦାରତା ପାଇଁ ଜଣାଯାଉଥିବା ଅଭିନେତା ସୋନୁ ସୁଦ ଆଚାର୍ଯ୍ୟ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂର ପ୍ରଥମ ଦିନ ସେଟ୍‌ରେ ସୋନୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ କ୍ରୁ ମେମ୍ବର। ଏହି ଅବସରରେ ୟୁନିଟ୍‌ ମେମ୍ବରଙ୍କ ମଧ୍ୟରେ ସୋନୁ ବାଣ୍ଟିଛନ୍ତି ୧୦୦ ଫୋନ।

ମେଗା ଷ୍ଟାର ଚିରଞ୍ଜୀବିଙ୍କ ଫିଲ୍ମ ‘ଆଚାର୍ଯ୍ୟ’ରେ ସୋନୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି। ଏହି ଦୁଇଙ୍କ ବ୍ୟତୀତ ଫିଲ୍ମରେ ରାମ ଚରଣ ଓ କାଜଲ ଅଗ୍ରଓ୍ବାଲଙ୍କୁ ଦେଖିବାକୁ ମିଳିବ। ଫିଲ୍ମକୁ ଚଳିତ ବର୍ଷ ରିଲିଜ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ...

ବଲିଉଡ୍‌ ନା ହଲିଉଡ୍‌ କାହାକୁ ପସନ୍ଦ କରନ୍ତି ପ୍ରିୟଙ୍କା, ଭିଡିଓ କରି କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆମେରିକାର ନିକ୍‌ ଜୋନାସଙ୍କୁ ବିବାହ କରିବା ପରେ ହଲିଉଡ୍‌ରେ ମଧ୍ୟ ବେଶ୍‌ ନାଁ କମାଇ ସାରିଲେଣି। ସେ ବଲିଉଡ୍‌ରୁ...

‘ଗୁଲାବୋ ସିତାବୋ’ରେ ଅମିତାଭ, ଆୟୁଷ୍ମାନ୍‌

ମୁମ୍ବାଇ: ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଓ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କୁ ପ୍ରଥମଥର ଲାଗି ଏକାଠି ଗୋଟିଏ ଫିଲ୍ମରେ ଦେଖିବାକୁ ମିଳିବେ। ସୁଜିତ୍‌ ସିର୍‌କାର୍‌ଙ୍କ ପରବର୍ତ୍ତୀ କମେଡ଼ି...

କରନ ଦେଓଲଙ୍କ ଅଭିନୀତ ଫିଲ୍ମର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସନ୍ନି ଦେଓଲଙ୍କ ପୁଅ କରନ ଦେଓଲଙ୍କ ଅଭିନିତ ଫିଲ୍ମ ‘ପଲ ପଲ ଦିଲ୍‌ କେ ପାସ’ର ଟିଜର ରିଲିଜ୍‌ ହୋଇଛି। ଏହା...

ପୋଷାକୁକୁର ମୃତ୍ୟୁରେ ବିରୁଷ୍କା ଦୁଃଖୀ

ମୁମ୍ବାଇ: ଅନୁଷ୍କା ଶର୍ମା ଏବଂ ତାଙ୍କ ସ୍ବାମୀ ତଥା ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ନିଜ ପୋଷାକୁକୁର ମୃତ୍ୟୁରେ ଗଭୀର ମର୍ମାହତ। ଏହି କୁକୁରର...

ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡରେ ଚମକିଲେ ବଲିଉଡ୍‌ କଳାକାର

ମୁମ୍ବାଇ: ମୁମ୍ବାଇର ଗୋରେଗାଓଁ ସ୍ଥିତ ଫିଲ୍ମ ସିଟିରେ ରବିବାର ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡସ୍‌ ଶୋ’ର ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲିଉଡ୍‌ରୁ ଆରମ୍ଭ କରି ଟେଲିଜଗତର...

ମହାଭାରତର ‘ଭୀମ’ ଚରିତ୍ର ପାଇଁ ବିଏସ୍‌ଏଫ୍‌ ଚାକିରି ଛାଡ଼ିଦେଇଥିଲେ ଏହି ଅଭିନେତା, ଏବେ ଭାଜପାର…

ବମ୍ବେ: ରାମାନନ୍ଦ ସାଗରଙ୍କ ରାମାୟଣ, ବିଆର୍‌ ଚୋପ୍ରାଙ୍କ ମହାଭାରତ ଲୋକପ୍ରିୟ ଧାରାବାହିକ ମଧ୍ୟରୁ ଅନ୍ୟତମ। ପୌରାଣିକ ପୃଷ୍ଠଭୂମିକୁ ନେଇ ଏହା ଦର୍ଶକଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ...

ଓଡ଼ିଆ ଝିଅ ଅପ୍‌ସରା ରାନୀଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର୍‌ ରିଲିଜ୍‌: ଦେଖନ୍ତୁ..

ଭୁବନେଶ୍ୱର: ରିଲିଜ ହୋଇଛି ବହୁ ଚର୍ଚ୍ଚିତ ଅପସରା ରାନୀ ଓରଫ ଅଙ୍କିତା ମହାରଣାଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର। ୨.୪୩ ମିନିଟ୍‌ର ଏହି ଟ୍ରେଲରକୁ ଭରପୁର ଭଲପାଇବା...

Advertisement
Seven Jackpot


Archives

Model This Week