୧୨ ବର୍ଷ ଧରି ବିଛଣାରେ ପଡ଼ିଥିଲେ ଏହି ଯୁବକ, ଜୀବନ ବଦଳାଇଲେ ସୋନୁ ସୁଦ

ମୁମ୍ବାଇ: ଅଭିନେତା ସୋନୁ ସୁଦ କରୋନା ଯୋଗୁ ଲକ୍‌ଡାଉନ ସମୟରୁ ଚର୍ଚ୍ଚାରେ ରହିଆସିଛନ୍ତି। ସୋନୁଙ୍କୁ କରନାଲସ୍ଥିତ ବିର୍କି ହସ୍ପିଟାଲର ଯୁବ ନ୍ୟୁରୋ ସର୍ଜନ ଡାକ୍ତର ଅଶି୍ବନୀଙ୍କ ଭରପୂର ସହଯୋଗ ମିଳୁଛି। ସୋନୁଙ୍କ ଯୋଗୁ ଗତ ୧୨ବର୍ଷ ହେବ ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଥିବା ଛତିଶଗଡ଼ର ଅମନଙ୍କୁ ନୂଆ ଜୀବନ ମିଳିଛି।

ମେରୁଦଣ୍ଡ ହାଡ଼ରେ ସମସ୍ୟା ଭୋଗୁଥିବା ଅମନ ଗତ ୧୨ବର୍ଷରୁ ବିଛଣାରେ ପଡ଼ି ରହିଥିଲେ। ଚଲାବୁଲା କରି ପାରୁ ନ ଥିଲେ। ଅମନଙ୍କ ବାପା ଭଡ଼ାଘରେ ରହି ଅଟୋ ଚଲାଉଥିଲେ। ଆର୍ଥତ୍କ ସମସ୍ୟା ଯୋଗୁ ପୁଅର ଚିକିତ୍ସା କରାଇ ପାରୁ ନ ଥିଲେ। କେବଳ ନିଜ ପୁଅ କଷ୍ଟ ପାଉଥିବା ଦେଖିବା ଛଡ଼ା ସେମାନଙ୍କ ପାଖରେ ଆଉ କୌଣସି ରାସ୍ତା ନ ଥିଲା। କିନ୍ତୁ ବିଛଣାରେ ପଡ଼ି ଅମନ ଏପରି ଏକ ରାସ୍ତା ବାହାର କରିଥିଲେ ଯାହା ଫଳରେ ତାଙ୍କ ନିଜ ଗୋଡ଼ରେ ଛିଡ଼ା ହେବାର ସ୍ବପ୍ନ ପୂରଣ ହୋଇପାରିଛି। ଏବେ ଅମନଙ୍କ ମା-ବାପା ସୋନୁ ଏବଂ ଡାକ୍ତର ଅଶ୍ବିନୀଙ୍କ ପ୍ରଶଂସା କରୁଛନ୍ତି।

ଡକ୍ଟର ଅଶ୍ୱିନୀଙ୍କ ତତ୍ତ୍ୱାବଧାନରେ ଅମନ ହସ୍ପିଟାଲରେ ସୋନୁଙ୍କ ସହାୟତା ପାଇ ଚିକିତ୍ସିତ ହୋଇଥିଲେ। ଅମନଙ୍କୁ ନୂତନ ଜୀବନ ଦେଇଥିବା ଅଶ୍ୱିନୀ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧ ହଜାର ମୁଣ୍ଡ ଏବଂ ମେରୁଦଣ୍ଡ ଅସ୍ତ୍ରୋପଚାର କରିଛନ୍ତି। ସୋନୁ ନିଜକୁ ଭାଗ୍ୟବାନ ମନେ କରନ୍ତି ଯେ, ସେ ଏପରି ଲୋକଙ୍କୁ ସାହାଯ୍ୟ କରିବାର ସୁଯୋଗ ପାଇଲେ, ଯେଉଁମାନେ ସାହାଯ୍ୟ ପାଇବାର ହକ୍‌ଦାର।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri