Posted inଜାତୀୟ

ସାଇବର ଠକଙ୍କୁ ଚାକିରି ଦେବେ ସୋନୁ ସୁଦ୍‌

ନୂଆଦିଲ୍ଲୀ, ୭ା୪ : ନିରୀହ ଲୋକଙ୍କୁ ଠକିବା ବଦଳରେ ମୋ ପାଖକୁ ଆସ। ମୁଁ ତୁମକୁ ସମ୍ମାନଜନକ ଚାକିରି ଦେବି। ଟଙ୍କା ପାଇଁ ଲୋକଙ୍କୁ ଠକିବା ବନ୍ଦ କର। ଏହା ଦ୍ୱାରା କାହାରି ଭଲ ହେବ ନାହିଁ। କାହାକୁ ଦୁଃଖ ଦେଇ ଆପଣ ଖୁସି ହୋଇପାରିବେ ନାହିଁ ବୋଲି ସୋନୁ ସୁଦ ସାଇବର ଠକଙ୍କୁ କହିଛନ୍ତି।

କରୋନା ଯୋଗୁ ଦେଶରେ ଲକ୍‌ଡାଉନ ପରିସ୍ଥିତିରେ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ଘରେ ଛାଡ଼ିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ଙ୍କ ନାମ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କୁ ୬୦ ହଜାର ଟଙ୍କାର ଚୁନା ଲଗାଇ ଥିଲେ ଜଣେ ସାଇବର ଅପରାଧୀ। ତେଲେଙ୍ଗାନାରେ ଏ ନେଇ ଅଭିଯୋଗ ପରେ ଆଶିଷ ନାମକ ଯୁବକକୁ ଗିରଫ କରିଛି ପୋଲିସ। ଏହି ଘଟଣା ପରେ ଅଭିନେତା ସୋନୁ ଗିରଫ ହୋଇଥିବା ଯୁବକର ଫଟୋ ଶେୟାର କରି ଲେଖିଛନ୍ତି, ଠକଙ୍କ ପାଇଁ ଚେତାବନୀ। ନିରୀହ ଲୋକଙ୍କୁ ଠକିବା ବନ୍ଦ କର। ଆମେ ତୁମ ପଛରେ ଅଛୁ। ପ୍ରଥମ ଠକ୍‌ ଧରାପଡ଼ିଛି। ତୁମ ପାଳି ବି ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ଫନ ପ୍ରସ୍ତୁତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ମେ ୨୦ରେ ଅପରାହ୍ନରୁ...

ବର୍ଗର ଧରି ପହଞ୍ଚିଲେ ମା’ ଗୌରୀ

ମୁମ୍ବାଇ, ୫ା୧୦: ଡ୍ରଗ୍ସ ପାର୍ଟି ମାମଲାରେ ଏନ୍‌ସିବି ବଲିଉଡ୍‌ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ ପୁଅ ଆର୍ୟନଙ୍କୁ ଗରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଜାମିନ...

ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ

ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ...

ଶିବସେନାରେ ବିଦ୍ରୋହ ମଧ୍ୟରେ ଏମ୍‌ଭିଏର ମନ୍ଥନ: ମୁଖ୍ୟମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ

ମୁମ୍ବାଇ,୨୨।୬: ଏକନାଥ ସିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ବର୍ତ୍ତମାନ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନ ଉଦ୍ଧବ ସରକାରଙ୍କ ଉପରେ ଘାରିଥିବା ସଙ୍କଟକୁ ଦୃଷ୍ଟିରେ ରଖି...

କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ମୋଦିଙ୍କ ଗସ୍ତର ଦୁଇ ଦିନ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ: ୩ ଆତଙ୍କବାଦୀ ମୃତ, ଜଣେ ଯବାନ ଶହୀଦ

ଜମ୍ମୁ,୨୨ ।୪: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତର ୨ ଦିନ ପୂର୍ବରୁ ସୁଂଜୱାରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ...

ଚା’ ବିକାଳି ନେଇଛନ୍ତି ୫୦ କୋଟି ଟଙ୍କା ଋଣ!

କୁରୁକ୍ଷେତ୍ର, ୨୩।୭: ହରିୟାଣାର କୁରୁକ୍ଷେତ୍ରରେ ଜଣେ ଚା’ ବିକ୍ରେତା ବ୍ୟାଙ୍କରୁ ୫୦ କୋଟି ଟଙ୍କା ଋଣ ନେଇଛନ୍ତି। ଏକଥା ସତ ହୋଇ ନ ଥିଲେ ମଧ୍ୟ...

ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ

ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର...

Advertisement
Archives

Model This Week