Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ଭେଟିଲେ ସୋନୁ ସୁଦ

ନୂଆଦିଲ୍ଲୀ,୨୭।୮: ଚଳଚ୍ଚିତ୍ର ଅଭିନେତା ସୋନୁ ସୁଦ ଶୁକ୍ରବାର ସକାଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ରାଘବ ଚଢା ଏବଂ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। କୁହାଯାଉଛି ଯେ ଏହା ଏକ ଆନୁଷ୍ଠାନିକ ବୈଠକ ଥିଲା। ତେବେ ପଞ୍ଜାବ ନିର୍ବାଚନ ସହ ଏହି ବୈଠକ ସମ୍ପର୍କ ଥାଇପାରେ ବୋଲି ସୂତ୍ରରୁ ପ୍ରକାଶ। ଗତ ବର୍ଷ କରୋନା ମହାମାରୀ କାରଣରୁ ଦେଶରେ ଲକ୍‌ଡାଉନ୍‌ ପଡିଥିବା ବେଳେ ସୋନୁ ସୁଦ ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିଲେ। ଖାଦ୍ୟଠାରୁ ଆରମ୍ଭ କରି ଶ୍ରମିକଙ୍କୁ ଘରକୁ ନେବା ପାଇଁ ବସ, ଟ୍ରେନରେ ଟିକେଟ ବ୍ୟବସ୍ଥା କରାଇଥିଲେ। ସେବେଠାରୁ ସେ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ସାହାଯ୍ୟ ପାଇଁ କ୍ରମାଗତ ଭାବରେ ଅନୁରୋଧ ଗ୍ରହଣ କରି ଆସୁଥିଲେ। ସେ ଲୋକମାନଙ୍କୁ ଅକ୍ସିଜେନ୍‌ ବିୟାଣ୍ଟି କରୋନାର ଦ୍ୱିତୀୟ ଲହରରେ ମଧ୍ୟ ବହୁତ ସାହାଯ୍ୟ କରିଥିଲେ।
କେଜିରୱାଲ ଏବଂ ସୋନୁ ସୁଦଙ୍କ ବୈଠକର ଏଜେଣ୍ଡା ସ୍ପଷ୍ଟ ନୁହେଁ, କିନ୍ତୁ କେଜ୍ରିୱାଲ ସରକାର ଖୁବ ଶୀଘ୍ର ଦେଶର ପ୍ରଗତିଶୀଳ ଚଳଚ୍ଚିତ୍ର ନୀତି ଆଣିବାର ଗୋଟିଏ ଦିନ ପରେ ଏହି ବୈଠକ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri