ରଣବୀରଙ୍କ ଫଟୋଶୁଟ୍‌କୁ ନେଇ ଜାଣନ୍ତୁ କ’ଣ କହିଲେ ସୋନୁ ସୁଦ୍‌

ବଲିଉଡ୍‌ ଅଭିନେତା ରଣବୀର ସିଂ ଏବେ ତାଙ୍କ ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ। କେତେକ ରଣବୀରଙ୍କର ଏଭଳି ଫଟୋଶୁଟ୍‌କୁ ପସନ୍ଦ କରୁଥିବା ବେଳେ ଆଉ କେତେକ ସମାଲୋଚନା କରୁଛନ୍ତି। ପ୍ରସଂଶକ ଏବଂ ସେଲିବ୍ରିଟି ଏହ ଉପରେ ନିଜର ମତାମତ ମଧ୍ୟ ରଖୁଛନ୍ତ। ଏହାରି ମଧ୍ୟରେ ଅଭିନେତା ସୋନୁ ସୁଦ୍‌ ରଣବୀରଙ୍କ ନ୍ୟୁଡ୍‌ ଫଟୋଶୁଟ୍‌କୁ ସମର୍ଥନ କରିଛନ୍ତି। ଆଉ କହିଛନ୍ତି, ଫଟୋଶୁଟ୍‌ କରିବା ଜଣଙ୍କର ପସନ୍ଦ ହେବା ଉଚିତ୍‌। ନିଜ ମନ ପସନ୍ଦର ଫଟୋଶୁଟ୍‌ କରିବା କୌଣସି ଅପରାଧ ନୁହେଁ ବୋଲି ଅଭିନେତା କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ଆମେ ଗୋଟିଏ ସମାଜରେ ରହୁଛନ୍ତି, ଯେଉଁଠାରେ ଯଦି ଆପଣ କିଛି କରିବାକୁ ଚାହାନ୍ତି କିମ୍ବା କରନ୍ତି, ସେଠାରେ ବହୁତ ଲୋକ ଆପଣଙ୍କ ଆଡକୁ ଆଙ୍ଗୁଳି ଉଠାଇବେ। କିନ୍ତୁ ମୁଁ ଭାବୁଛି ଯେତେବେଳେ ତୁମେ ଯାହା ବି କିଛି କର, ସେତେବେଳେ ନିଜକୁ ପ୍ରସ୍ତୁତ କରିବା ଶିଖ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri