ରାଜନୀତିକୁ ଆସିବାକୁ ନେଇ ଏପରି କହିଲେ ସୋନୁ ସୁଦ

ମହାମାରୀ କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ପରୋପକାର କରି ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଲକ୍‌ଡାଉନ୍‌ ଆରମ୍ଭରେ ସେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବା ସହ ଅନ୍ୟ ଅସହାୟଙ୍କ ପାଇଁ ଅନେକ ପ୍ରକାରର ସାହାଯ୍ୟ କରିଛନ୍ତି। ସେହି ଦିନଠାରୁ ତାଙ୍କର ପରୋପକାର କାମ ଜାରି ରହିଛି। ତେବେ ରାଜନୀତିରେ ପ୍ରବେଶ କରିବାର ତାଙ୍କର କୌଣସି ଯୋଜନା ନ ଥିବା ସେ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଜଣେ ଅଭିନେତା ଭାବେ ମୋର ହାତ ପୂର୍ଣ୍ଣ ରହିଛି। ଏଥିସହ ମୁଁ ଅନେକ ଚାରିଟିରେ କାମ କରୁଛି। ଏଥିପାଇଁ ବହୁତ ସମୟ ଲାଗିଥାଏ ଏବଂ ଧ୍ୟାନ ଦେବାକୁ ମଧ୍ୟ ପଡ଼ିଥାଏ। ତେଣୁ ଏବେ ରାଜନୀତିରେ ମୋର ସ୍ଥାନ ନାହିଁ। କିନ୍ତୁ ୧୦ ବର୍ଷ ପରେ ଭାଗ୍ୟ ମୋ ପାଇଁ କ’ଣ ଲେଖିଛି ତାହା ମୁଁ ଜାଣି ନାହିଁ ବୋଲି ସୋନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri