Posted inଜାତୀୟ

କଂଗ୍ରେସରେ ଯୋଗଦେବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୦ ।୧: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ସଚର ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି । ସେ କଂଗ୍ରେସରେ ଯୋଗ ଦେବେ ବୋଲି ଅଫିସିୟାଲି ଘୋଷଣା କରାଯାଇଛି । ମିଳିଥିବା ବିଶେଷ ସୂଚନା ଅନୁଯାୟୀ ମାଳବିକା ପଞ୍ଜାବର ମୋଗା ବିଧାନସଭା ଆସନରୁ ନିର୍ବାଚନ ଲଢିବେ । ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଓ ହରିଶ ଚୌଧୁରୀ ମୋଗା ଯାଇ ମାଳବିକାଙ୍କୁ ଦଳରେ ସାମିଲ କରିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ଅଭିନେତା ସୋନୁ ସୁଦ ବି ଉପସ୍ଥିତ ରହିବେ । ସୂଚନାଯୋଗ୍ୟ, ମୋଗା ଆସନରୁ ଗତଥର ହରଜୋତ କମଲ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ଏଥର ମାଳବିକା ଆସିବା ପରେ ହରଜୋତଙ୍କ ଟିକେଟ କଟିଯାଇଛି । ଏହାକୁ ନେଇ ହରଜୋତ ତାଙ୍କ ସମର୍ଥକଙ୍କ ସହ ଏକ ବୈଠକ କରିଛନ୍ତି । ଅନୁମାନ କରାଯାଉଛି କି ସେ ଏଥିରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦଳ ଘୋଷଣା କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୬।୯: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ‘ଡେମୋକ୍ରାଟିକ ଆଜାଦ...

କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ

ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍‌ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ,...

ରାମମନ୍ଦିର ନିର୍ମାଣ ନେଇ ସୁବ୍ରମଣିୟମ୍‌ ସ୍ବାମୀ ଓ ସଞ୍ଜୟ ରାଓ୍ବତ ମୋଦିଙ୍କୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ସମୟରେ ରାମ ମନ୍ଦିର ବିବାଦଠାରୁ ଭାଜପା ଦୂରେଇ ରହିଥିଲା। ତେବେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ପରେ ପୁଣିଥରେ ଦେଶରେ...

ରାଜ ଠାକରେ ଅସୁସ୍ଥ

ମୁମ୍ବାଇ,୩୧ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ମଙ୍ଗଳବାର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ମୁମ୍ବାଇର ଲିଲାବତୀ ହସ୍ପିଟାଲରେ ଭର୍ତ୍ତି...

ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଶେଷ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୭ ।୪: ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶେଷ ହୋଇପାରେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ଖବରରୁ...

ଅଷ୍ଟ୍ରିଚ୍‌ ଭଳି ତୁମେ ମୁହଁ ପୋତିପାରିବ

ନୂଆଦିଲ୍ଲୀ,୫ା୫: ତୁମେ ଅଷ୍ଟ୍ରିଚ୍‌ (ଓଟପକ୍ଷୀ) ଭଳି ବାଲିରେ ମୁଣ୍ଡ ପୋତିପାରିବ। କିନ୍ତୁ ଆମେ ପାରିବୁ ନାହିଁ ବୋଲି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ...

ଟିକେଟ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨।୧୦:ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକେଟ ବୁକିଂ...

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି।...

Advertisement
Archives

Model This Week