ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୪ା୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ରେଳ ଅଡିଟୋରିୟମ୍‌ଠାରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ର ତୃତୀୟ ସଂସ୍କରଣ ଆରମ୍ଭ ହୋଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏହି ୟୁଥ୍‌ କନ୍‌କ୍ଲେଭ୍‌ ପ୍ରଥମ ଅଧିବେଶନରେ ମୁଖ୍ୟ ଆକର୍ଷଣ ସାଜିଛନ୍ତି ଅଭିନେତା ତଥା ୟୁଥ୍‌ ଆଇକନ ସୋନୁ ସୁଦ୍‌। ସୋନୁ ଜୟ ଜଗନ୍ନାଥରୁ ତାଙ୍କର ଅଭିଭାଷଣ ଆରମ୍ଭ କରିଛନ୍ତି। ସେ ତାଙ୍କର ପିଲାଦିନ କଥା କହିବା ସହ ତାଙ୍କ ମା’ ଦିନେ ତାଙ୍କୁ କହିଥିଲେ ତୁ ହାତ ମୁଠା ଖୋଲା କର ତୁ ବି ଅନ୍ୟମାନଙ୍କ ଅନ୍ୟମାନଙ୍କ ଜୀବନ ବଞ୍ଚାଇ ସେମାନଙ୍କ ମୁହଁରେ ହସ ଫୁଟାଇପାରିବୁ।  ମା’ଙ୍କ ଏହି କଥା ମୋ’ ଜୀବନକୁ ବଦଳାଇ ଦେଇଛି ବୋଲି ସୋନୁ କହିଛନ୍ତି। ଅନ୍ୟପକ୍ଷରେ ଜଳବାୟୁ ପରିବର୍ତ୍ତନକୁ ନେଇ ନିଜ ମତ ରଖିଛନ୍ତି ସୋନୁ। ସେ କହିଛନ୍ତି, ପୃଥିବୀର ସୁରକ୍ଷା କଥା ଚିନ୍ତା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ। ଏନେଇ ସମସ୍ତେ ସଚେତନ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri