Advertisement

ଶରଦ ପାୱାରଙ୍କୁ ଭେଟିଲେ ସୋନୁ ସୁଦ

ମୁମ୍ବାଇ,୧୩ ।୨: ବଲିଉଡ୍ ଅଭିନେତା ସୋନୁ ସୁଦ ବୁଧବାର ଏନ୍‌ସିପି ନେତା ଶରଦ ପାୱାରଙ୍କୁ ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଭେଟିଛନ୍ତି । ସୂଚନାଯୋଗ୍ୟ, ସୋନୁ ସୁଦ ବେଆଇନ ଭାବେ ଏକ ହୋଟେଲ ନିର୍ମାଣ କରିଥିବା ଅଭିଯୋଗ କରି ବିଏମ୍‌ସି ସୋନୁଙ୍କୁ ନୋଟିସ ପଠାଇଥିଲା । ବୁଧବାର ବମ୍ବେ ହାଇକୋର୍ଟରେ ଏହାର ଶୁଣାଣି କରାଯିବ । ଏହା ପୂର୍ବରୁ ସେ ଶରଦ ପାୱାରଙ୍କୁ ଭେଟିଛନ୍ତି । ସୋନୁ ଜୁହୁରେ ଏକ ୩ ମହଲା କୋଠାକୁ ହୋଟେଲରେ ପରିଣତ କରିବା ବେଆଇନ ଦର୍ଶାଇ ବିଏମ୍‌ସି ନୋଟିସ ଜାରି କରିଥିଲା । ଏହାପରେ ସୋନୁ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଅଭିନେତା ସୋନୁ ସୁଦ ନିକଟରେ ପ୍ରବାସୀ ଶ୍ରମିକଙ୍କୁ ସହଯୋଗର ହାତ ବଢାଇ ଚଚ୍ଚ;ାକୁ ଆସିଥିବା ବେଳେ ଏବେ ତାଙ୍କ ନାଁରେ ଆସିଥିବା ଅଭିଯୋଗକୁ ନେଇ ତାଙ୍କ ପ୍ରଶଂସକ ଚିନ୍ତାରେ ପଡିଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀ ନିର୍ଭୟ ହୋଇ କାମ କରିବା ଆବଶ୍ୟକ…

ବେଙ୍ଗାଲୁରୁ,୧୫।୧୧: ଲୋକଙ୍କୁ ନ୍ୟାୟିକ ସହାୟତା ପ୍ରଦାନ କ୍ଷେତ୍ରରେ ଆଇନଜୀବୀ ନିର୍ଭୟ ହୋଇ କାମ କରିବା ଆବଶ୍ୟକ। ଜଣେ କଷ୍ଟମ ଅଧିକାରୀଙ୍କ ପକ୍ଷରୁ ଆଇନଜୀବୀଙ୍କ ବିରୋଧରେ ଦାଖଲ...

ଏନ୍‌ଆର୍‌ସି ସଂଯୋଜକଙ୍କ ନାଁରେ ମାମଲା

ଗୁଆହାଟୀ,୬-୯(ପି.ଟି.):ଆସାମରେ ଏନ୍‌ଆର୍‌ସି(ଜାତୀୟ ନାଗରିକ ପଞ୍ଜିକା) କାର୍ଯ୍ୟରେ ନିୟୋଜିତ ସଂଯୋଜକ ପ୍ରତୀକ ହାଜେଲାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ କରାଯାଇଛି। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତିରେ ସେ ଜାଲିଆତି...

ମୁମ୍ବାଇ ଏୟାରପୋର୍ଟରେ ନଜର ଆସିଲେ ଏହି ଦମ୍ପତି

ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କର ଅପକମିଙ୍ଗ୍‌ ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଏବେ ଚର୍ଚ୍ଚାରେ। ଦୁହିଁଙ୍କର ଏହି ଫିଲ୍ମଟି ସେପ୍ଟେମ୍ବର ୯ରେ...

ପୁଣି ଆତ୍ମହତ୍ୟା କଲେ ଆଉ ଜଣେ ଲୋକପ୍ରିୟ କଳାକାର, ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ ଲାଇଭ୍‌

ଗତ କିଛି ମାସ ମଧ୍ୟରେ ଅନେକ କଳାକାର ଆତ୍ମହତ୍ୟା କରିଛନ୍ତି। ଏହି କ୍ରମରେ ଭୋଜପୁରୀ ଅଭିନେତ୍ରୀ ଅନୁପମା ପଠକଙ୍କ ଆତ୍ମହତ୍ୟା ସାମ୍ନାକୁ ଆସିଛି। ସେ ନିଜ...

୨୦୨୪ ଲୋକ ସଭା ନିର୍ବାଚନ ପ୍ରଚାର ମୋଡର ଆରମ୍ଭ ଯୋଗୀଙ୍କ ଶପଥ ଗ୍ରହଣ ସମାରୋହ

ଲକ୍ଷ୍ନୌ,୨୫ ।୩: ମାର୍ଚ୍ଚ ୧୦ରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଜଣାପଡିବା ପରେ ୪ଟି ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଜୟ ଲାଭ କରିଥିଲା...

ଗୋଟିଏ ସିଗାରେଟ ବଦଳାଇ ଦେଇଥିଲା ଏହି ପ୍ରସିଦ୍ଧ ଅଭିନେତାଙ୍କ ଜୀବନ

ବଲିଉଡ୍‌ର ଆଙ୍ଗ୍ରି ମ୍ୟାନ୍‌ ଭାବେ ପରିଚିତ ପ୍ରାନ୍‌ଙ୍କ ଆଜି ୧୦୧ତମ ଜନ୍ମଦିବସ। ୧୯୨୦ ମସିହା ଫେବୃୟାରୀ ୨୦ରେ ସେ ପୁରୁଣା ଦିଲ୍ଲୀର ବଲ୍ଲୀମାରା ଅଞ୍ଚଳରେ ଜନ୍ମଗ୍ରହଣ...

ରାଣା କପୁରଙ୍କୁ ଜାମିନ

ମୁମ୍ବାଇ,୧୭ା୨: ଋଣ ହେରଫେର ମାମଲାରେ ଜେଲରେ ଥିବା ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁର ଜାମିନ ପାଇଛନ୍ତି। ମୁମ୍ବାଇର ଏକ ପିଏମ୍‌ଏଲ୍‌ଏ କୋର୍ଟ ସ୍ବତନ୍ତ୍ର ବିଚାରପତି...

ମୁସଲମାନ୍‌ ଶ୍ରଦ୍ଧାଳୁ ମନ୍ଦିର ପରିସରରେ ପଢ଼ିଲେ ନମାଜ: ଶୁଣାଇଲେ ରାମଚରିତ ମାନସ

ମଥୁରା,୧।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଛନ୍ତି। ଏହା ସହିତ...

Advertisement
Archives

Model This Week