ଆସିଲା ସୋନୁଙ୍କ ପୁସ୍ତକ ‘ଆଇ ଆମ ନୋ ମସିହା’ : ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ସମୟରେ ହୃଦୟ ଖୋଲି ଲୋକଙ୍କୁ ସାହାଯ୍ୟ କରୁଥିବା କେତେଜଣ ବ୍ୟକ୍ତିଙ୍କ ମଧ୍ୟରେ ସବୁଠାରୁ ଆଗରେ ବୋଧହୁଏ ଥିଲା ବଲିଉଡ୍ ସେଲିବ୍ରିଟି ସୋନୁ ସୁଦଙ୍କ ନାଁ । ୨୦୨୦ରେ ସେ ଅନ୍ୟମାନଙ୍କ ପାଇଁ ମସିହା ବା ଦେବଦୂତ ସାଜି ଆସିଥିଲେ ବୋଲି କୁହାଯାଏ । ଏହି ସମୟରେ ସେ ଫିଲ୍ମ ବ୍ୟତୀତ ତାଙ୍କର ଏକ ଭିନ୍ନ ପରିଚୟ ସୃଷ୍ଟି କରି ସାରିଛନ୍ତି । ବିଶେଷ କରି ଅସୁବିଧାରେ ପଡିଥିବା ପ୍ରବାସୀଙ୍କୁ ସେମାନଙ୍କ ଗାଁରେ ପହଞ୍ଚାଇବା କାମ ତାଙ୍କୁ ଆଣି ଦେଇଛି ଭିନ୍ନ ପରିଚୟ । ଯାହାକୁ କେହି ସହଜରେ ଭୁଲି ପାରିବେ ନାହିଁ । ଏହାପରେ କେତେକ ସ୍ଥାନରେ ଲୋକେ ସୋନୁଙ୍କ ମୂର୍ତ୍ତି ଅବା ଫଟୋ ରଖି ପୂଜା କରିବା ବି ଆରମ୍ଭ କରି ଦେଲେ । କେହି କେହି ତାଙ୍କ ନାଁରେ ବ୍ୟବସାୟ ବି ଆରମ୍ଭ କରିଥିବା ଦେଖାଯାଇଛି । ଅନେକ ଲୋକଙ୍କ ପାଇଁ ସୋନୁ ଯେମିତି ଭଗବାନ ପାଲଟି ଯାଇଛନ୍ତି । ଏସବୁ ଦେଖିବା ପରେ କିନ୍ତୁ ସୋନୁ ସବୁବେଳେ କହି ଆସିଛନ୍ତି ମୁଁ ଜଣେ ସାଧାରଣ ମଣିଷ । ଆଉ ମୁଁ ଯାହା କରିଛି ତାହା ମୋର କର୍ତ୍ତବ୍ୟ ଥିଲା । ଏବେ ଏହାକୁ ନେଇ ଏକ ପୁସ୍ତକ ଆସିଛି ଯାହାର ନାଁ ରହିଛି’ ଆଇ ଆମ ନୋ ମସିହା ।’ ନିକଟରେ ନିଜେ ସୋନୁ ତାଙ୍କ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି ଏହି ପୁସ୍ତକ ସମ୍ପର୍କରେ ସୂଚନା ଦେଇଛନ୍ତି । ମୁମ୍ବାଇ ଏୟାରପୋର୍ଟର ଥିବା ଏକ ବୁକ ଷ୍ଟଲରେ ସୋନୁଙ୍କର ଏହି ଭିଡିଓଟି ରେକର୍ଡ କରାଯାଇଛି । ମୁମ୍ବାଇ ଏୟାର ପୋର୍ଟରୁ ଯେଉଁମାନେ ଏହାକୁ କିଣିବେ ସେଥିରେ ସୋନୁଙ୍କ ସାଇନ୍ ରହିଥିବା କୁହାଯାଉଛି । ଏବେ ସୋନୁଙ୍କର ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି ।

https://twitter.com/SonuSood/status/1342812101358866434?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1342812101358866434%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.newstracklive.com%2Fnews%2Fsonu-soods-autobiography-to-be-titled-i-am-no-messiah-sc87-nu612-ta612-1420060-1.html


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri