ପ୍ରବାସୀ ପରେ ଏବେ ବିଦେଶରେ ଫସିଥିବା ଛାତ୍ରଙ୍କୁ ସ୍ବଦେଶ ଆଣିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ଲକ୍‌ଡାଉନରେ ଫସିରହିଥିବା ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଛାତ୍ରଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ବିଦେଶରେ ଫସିରହିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଆଣିବାକୁ ସୋନୁ ଯୋଜନା କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କିର୍ଗିଜସ୍ତାନରେ ଲକ୍‌ଡାଉନ ଯୋଗୁ ଫସିରହିଥିବା ଭାରତୀୟ ଛାତ୍ରଙ୍କୁ ଆଣିବା ପାଇଁ ଜୁଲାଇ ୨୨ରେ ପ୍ରଥମ ବିମାନ ଉଡାଣ ଭରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଜୁଲାଇ ୨୨ରେ ପ୍ରଥମ Bishkek -Varanasi ଚାର୍ଟର ବିମାନ ଚାଲିବ। ଏହାର ସମସ୍ତ ତଥ୍ୟ ଛାତ୍ରଙ୍କ ଇମେଲ ଓ ମୋବାଇଲରେ ପଠାଇ ଦିଆଯିବ। ଚଳିତ ସପ୍ତାହରେ ଅନ୍ୟ କେତେକ ଦେଶରୁ ମଧ୍ୟ ଚାର୍ଟର ବିମାନ ଚଳାଚଳ କରାଯିବ। ଏନେଇ ମଙ୍ଗଳବାର ସୋନୁ ଟୁଇଟ କରି ସୂଚନା ଦେଇଛନ୍ତି। ତେବେ ପ୍ରଥମ ଥର ପାଇଁ ସୋନୁ ବିଦେଶରୁ ଭାରତୀୟଙ୍କୁ ଆଣିବାକୁ ଯାଉଛନ୍ତି। ଯାହାକୁ ନେଇ ଛାତ୍ରଙ୍କ ପରିବାର ଲୋକେ ବେଶ୍‌ ଉତ୍ସାହିତ ହେବା ସହ ତାଙ୍କର ପ୍ରଶଂସା କରିଚନ୍ତି। ପୂର୍ବରୁ ମଧ୍ୟ ପ୍ରବାସୀଙ୍କୁ ନିଜ ରାଜ୍ୟ ବା ଘରକୁ ପଠାଇ ପ୍ରଂଶସା ସାଉଁଟିଥିଲେ ସୋନୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଭାରତ-ପାକ୍‌ ଲଢ଼େଇ

ମୁମ୍ବାଇ: ବରୁଣ ଧାଓ୍ବନ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଏବିସିଡି-୨’ରେ ଦର୍ଶକଙ୍କ ମନ ଜିଣିବା ପରେ ଏବେ ନିର୍ଦ୍ଦେଶକ ରେମୋ ଡି’ସୁଜା ଦର୍ଶକଙ୍କୁ ଭେଟି...

ବିବାହରୁ ୧୦୦ କୋଟି ଟଙ୍କା ରୋଜଗାର କରିବେ କାଟ୍ରିନା-ଭିକି!

ଗତ କିଛି ଦିନ ହେବ ବଲିଉଡ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଅଭିନେତା ବିକି କୌଶଲଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟ ରାଜସ୍ଥାନର...

କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ

ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍‌ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍‌ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ...

ଅଭିନୟ ଛଡା ଅନ୍ୟ କେଉଁଥିରୁ କରନ୍ତି ବ୍ୟବସାୟ ସନ୍ନି ଲିଓନି, ବାର୍ଷିକ ଆୟ ୧୦୦କୋଟିରୁ ବି ଅଧିକ…

ମୁମ୍ବାଇ: ନିକଟରେ କେନେଡିର ସହ-ଅଭିନେତା ରାହୁଲ ଭଟ୍ଟ ଏବଂ ଚଳଚ୍ଚିତ୍ର ନିର୍ମାତା ଅନୁରାଗ କଶ୍ୟପଙ୍କ ସହ ସନ୍ନି ଲିଓନି ୭୬ତମ କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ...

ଏମାନେ ହେଉଛନ୍ତି ବଲିଉଡ୍‌ର ସବୁଠୁ ପ୍ରଭାବଶାଳୀ କଳାକାର

ଫୋର୍ବସ ଏସିଆ ପେସିଫିକ୍‌ ୧୦୦ ପ୍ରଭାବଶାଳୀ ସେଲିବ୍ରିଟିଙ୍କ ତାଲିକା ସୋସିଆଲ ମିଡିଆରେ ପ୍ରକାଶ କରିଛି। ଏହି ତାଲିକାରେ ରାଜନେତା, ଗାୟକ, ବ୍ୟବସାୟୀ ଏବଂ ଫିଲ୍ମ କଳାକାର...

ପୁଣି ବଡ ପରଦାକୁ ଫେରିବେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀ ପୁଣି ଥରେ ବଡ ପରଦାକୁ ଫେରିବେ। ଏକ କମେଡି ଫିଲ୍ମ ଜରିଆରେ ସେ ପୁଣି ନିଜର ଜଲଓ୍ବା ଦେଖାଇବେ। ଶେଷଥର...

ଶୌଚାଳୟ-ସାଧାରଣ ବସ୍‌ ସେବାକୁ ସାବଧାନ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ହାଇଦାବ୍ରାଦ୍‌ର ସେଣ୍ଟର...

ପ୍ରଶଂସକଙ୍କ ଭିଡ଼ରେ ଫସିଲେ ରଣବୀର, କାର୍‌ ଉପରେ ଚଢ଼ି ଦେଲେ ଏମିତି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂହ ଅଧିକାଂଶ ସମୟ ଚର୍ଚ୍ଚାରେ ରହିଥାନ୍ତି। କେବେ ନଜର ଫ୍ୟାଶନ ଷ୍ଟାଇଲ୍‌କୁ ନେଇ ତ କେବେ ଥ୍ରୋବ୍ୟାକ୍‌ ଫଟୋ କିମ୍ବା...

Advertisement
Archives

Model This Week