ନୂଆଦିଲ୍ଲୀ,୨୩।୧: ସୋନି ପକ୍ଷରୁ ନୂଆ ଓୟାରଲେସ୍ ନଏଜ୍ କ୍ୟାନ୍ସେଲିଂ ସୁବିଧା ଥିବା ଗେମିଂ ଇୟରବଡ୍ ଇନ୍ଜୋନ୍ ବଡ୍ସକୁ ଉନ୍ମୋଚନ କରାଯାଇଛି। ଏଥିରେ ଥିବା ବ୍ୟାଟେରି ୧୨ ଘଣ୍ଟା ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିବ ଏବଂ ତାହାକୁ ବ୍ୟବହାର କରି ପିସି, ମୋବାଇଲ୍ ଓ ଗେମ୍ କନ୍ସୋଲ୍ରେ ଗେମ୍ ଖେଳି ହେବ। ଫନାଟିକ୍ ନାମକ ଇସ୍ପୋର୍ଟସ୍ ଟିମ୍ ସହ ସହଯୋଗିତାରେ ଇନ୍ଜୋନ୍ ବଡ୍ସ୍କୁ ପ୍ରସ୍ତୁତ କରାଯାଇଛି, ଏହି ଇୟରବଡ୍ର ବିଶେଷତ୍ୱ ହେଉଛି, ଏଥିରେ ବାହ୍ୟ କୋଳାହଳର ପ୍ରଭାବ କମ୍ ରହିବ। ଶିଳ୍ପର ଅଗ୍ରଣୀ ପ୍ରଯୁକ୍ତି ଓ ସହଯୋଗିତା ଡିଜାଇନ୍କ ନେଇ ଏହା ଚମତ୍କାର ଅଡିଓ ଅନୁଭୂତି ପ୍ରଦାନ କରିବ। ଏଥିରେ ଅଳ୍ପ ବ୍ୟାଟେରି ବ୍ୟବହାର କରୁଥିବା ଏଲ୍୧ ପ୍ରୋସେସର ରହିଛଇ, ଯାହାକୁ ୧୨ ଘଂଟା ପର୍ଯ୍ୟନ୍ତ ବ୍ୟବହାର କରିହେବ। ଏଥିରେ ଥିବା ଶୀଘ୍ର ଚାର୍ଜ ସୁବିଧା ଯୋଗୁଁ ତାହାକୁ ୫ ମିନିଟ୍ ଚାର୍ଜ କଲେ ତାହାକୁ ଏକ ଘଂଟା ବ୍ୟବହାର କରିହେବ।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


