ନୂଆଦିଲ୍ଲୀ,୨୩।୧: ସୋନି ପକ୍ଷରୁ ନୂଆ ଓୟାରଲେସ୍ ନଏଜ୍ କ୍ୟାନ୍ସେଲିଂ ସୁବିଧା ଥିବା ଗେମିଂ ଇୟରବଡ୍ ଇନ୍ଜୋନ୍ ବଡ୍ସକୁ ଉନ୍ମୋଚନ କରାଯାଇଛି। ଏଥିରେ ଥିବା ବ୍ୟାଟେରି ୧୨ ଘଣ୍ଟା ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିବ ଏବଂ ତାହାକୁ ବ୍ୟବହାର କରି ପିସି, ମୋବାଇଲ୍ ଓ ଗେମ୍ କନ୍ସୋଲ୍ରେ ଗେମ୍ ଖେଳି ହେବ। ଫନାଟିକ୍ ନାମକ ଇସ୍ପୋର୍ଟସ୍ ଟିମ୍ ସହ ସହଯୋଗିତାରେ ଇନ୍ଜୋନ୍ ବଡ୍ସ୍କୁ ପ୍ରସ୍ତୁତ କରାଯାଇଛି, ଏହି ଇୟରବଡ୍ର ବିଶେଷତ୍ୱ ହେଉଛି, ଏଥିରେ ବାହ୍ୟ କୋଳାହଳର ପ୍ରଭାବ କମ୍ ରହିବ। ଶିଳ୍ପର ଅଗ୍ରଣୀ ପ୍ରଯୁକ୍ତି ଓ ସହଯୋଗିତା ଡିଜାଇନ୍କ ନେଇ ଏହା ଚମତ୍କାର ଅଡିଓ ଅନୁଭୂତି ପ୍ରଦାନ କରିବ। ଏଥିରେ ଅଳ୍ପ ବ୍ୟାଟେରି ବ୍ୟବହାର କରୁଥିବା ଏଲ୍୧ ପ୍ରୋସେସର ରହିଛଇ, ଯାହାକୁ ୧୨ ଘଂଟା ପର୍ଯ୍ୟନ୍ତ ବ୍ୟବହାର କରିହେବ। ଏଥିରେ ଥିବା ଶୀଘ୍ର ଚାର୍ଜ ସୁବିଧା ଯୋଗୁଁ ତାହାକୁ ୫ ମିନିଟ୍ ଚାର୍ଜ କଲେ ତାହାକୁ ଏକ ଘଂଟା ବ୍ୟବହାର କରିହେବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

