ସୋନିର ନୂତନ ବ୍ରାଭିଆ ୨ସିରିଜ

ଭୁବନେଶ୍ୱର,୨୭।୫: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରାଭିଆ ୨ସିରିଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଥିରେ ୪କେ ଅଲଟ୍ରା ଏଚଡି ଏଲଇଡି ଡିସପ୍ଲେ ପ୍ରଯୁକ୍ତି ସାମିଲ ଥିଲାବେଳେ ଗୁଗଲ୍‌ ଟିଭି ସହିତ ଏହା ସଂଯୋଜିତ ହୋଇଛି। ସେହିଭଳି ଉପଭୋକ୍ତାମାନେ ସହଜରେ ବିଭିନ୍ନ ପ୍ରକାରର ଆପ୍‌, ଷ୍ଟ୍ରିମିଂ ସେବା ଏବଂ ଲାଇଭ୍‌ ଟିଭି ଚ୍ୟାନେଲ୍‌ ଏହା ଜରିଆରେ ପାଇିପାରିବେ।

ଏପରିକି ବ୍ରାଭିଆ ୨ସିରିଜର ଦୁଇଟି ଭିନ୍ନ ସଂସ୍କରଣ ରହିଥିଲାବେଳେ ଅତୁଳନୀୟ ଗେମିଂ କ୍ଷମତା ଥିବା ଏସ୨୫ ଏବଂ ଅନ୍ୟଟି ଏସ୨୦ ମଡେଲ,ଏହା ଗେମିଂ ବୃଦ୍ଧି ବିନା ଅନ୍ୟ ଉକୃଷ୍ଟ ବୈଶିଷ୍ଟ୍ୟଗୁଡ଼ିକୁ ପ୍ରାଥମିକତା ଦେଉଛି। ବ୍ରାଭିଆ-୨ ସିରିଜରେ ଓପନ୍‌ ବ୍ୟାକ୍ଲ ଫାୟାରିଂ ଟ୍ବିନ୍‌ ସ୍ପିକର ରହିଛି,ଯେଉଁଥିରେ ଡଲବି ଅଡିଓ ସହ ୨୦ୱାଟ୍‌ ଶକ୍ତିଶାଳୀ ଶବ୍ଦ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri