ସୋନିର ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ

ନୂଆଦିଲ୍ଲୀ,୨୩।୪: ସୋନି ଇଣ୍ଡିଆ ପକ୍ଷରୁ ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଏଥିରେ ୪କେ ଅଲ୍‌ଟ୍ରା ଏଚ୍‌ଡି ଏଲ୍‌ଇଡି ଡିସ୍‌ପ୍ଲେ ରହିଛି। ଏହି ପରବର୍ତ୍ତ ପିଢ଼ିର ଟିଭିଗୁଡ଼ିକ ବ୍ୟକ୍ତିଗତ ସୁହାଇବା ଭଳି ଏବଂ ଜୀବନ୍ତ ସଦୃଶ ଟିଭି ଦେଖିବା ଅନୁଭୂତି ପ୍ରଦାନ କରୁଛି। ଏପରିକି ବ୍ରାଭିଆ ଏକ୍ସ୭୫ଏଲ୍‌ ସହିତ ରୋମାଞ୍ଚକ ଗେମ୍‌, ସିନେମା ଆଦିକୁ ସୁନ୍ଦର ରଙ୍ଗ ଏବଂ ଅତୁଳନୀୟ ୪କେ ସ୍ପଷ୍ଟତା ସହିତ ସ୍ପଷ୍ଟ ଓ ପ୍ରାକୃତିକ ସ୍ବର ସହ ଦେଖିପାରିବେ। ଏହି ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ୍‌ରେ ଏକ୍ସ୧ ୪କେ ପ୍ରୋସେସର ଓ ଲାଇଭ୍‌ କଲର ଟେକ୍ନୋଲୋଜି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri