ସୋନିର ନୂତନ କ୍ୟାମେରା ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୨: ସୋନି ଇଣ୍ଡିଆର ନୂତନ କ୍ୟାମେରା ‘ଏଫ୍‌ଏକ୍ସ୩୦’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂତନ କ୍ୟାମେରା ଏଫ୍‌ଏକ୍ସ୩୦ ଏକ ୪କେ ସୁପର ୩୫କମ୍ପେକ୍ଟ କ୍ୟାମେରା ଭାବେ ଜଣାଶୁଣା, ଯାହା ସିନେମା ଲାଇନର ଅନେକ ବୃତ୍ତିଗତ ବୈଶିଷ୍ଟ୍ୟ ପ୍ରଦାନ କରିଥାଏ, ଯେପରିକି ଡୁଆଲ ବେସ୍‌ ଆଇଏସ୍‌ଓ, ଲଗ୍‌ ଶୁଟିଂ ମୋଡ୍‌ ଇତ୍ୟାଦି। ବିଶେଷକରି କମ୍ପାନୀର ଉକ୍ତ କ୍ୟାମେରା ୨ଟି ଭାରିଆଣ୍ଟ ଏଫ୍‌ଏକ୍ସ୩୦ ଓ ଏଫ୍‌ଏକ୍ସ୩୦ବିର ବଜାର ପ୍ରବେଶ ହୋଇଥିବା ଜଣାପଡିଛି। ଏ ସମ୍ପର୍କରେ ସୋନି ଇଣ୍ଡିଆର ଡିଜିଟାଲ୍‌ ଇମେଜିଂ ମୁଖ୍ୟ ମୁକେଶ ଶ୍ରୀବାସ୍ତବ କହିଛନ୍ତି, ଫିଲ୍ମ ନିର୍ମାଣରେ ପ୍ରବେଶ କରିବାକୁ ଚାହୁଁଥିବା ସମସ୍ତଙ୍କ ପାଇଁ ନୂଆ ଏଫ୍‌ଏକ୍ସ୩୦ ଏକ ଉତ୍ତମ ପସନ୍ଦ। ଏଭଳି ଏକ ହାଇ-ଏଣ୍ଡ କ୍ୟାମେରାର ଅନେକ ବୃତ୍ତିଗତ ଦକ୍ଷତା ରହିଛି, ଯାହା ସମସ୍ତ ସ୍ତରର ଚଳଚ୍ଚିତ୍ର ନିର୍ମାତା, ଭିଡିଓଗ୍ରାଫରଙ୍କ ପାଇଁ ବେଶ୍‌ ଉପଯୋଗୀ ଓ ସୁଲଭ କରିଥାଏ। ଏହା ସିନେମା ଲାଇନ ଶୃଙ୍ଖଳାର ଏକ ଚମତ୍କାର କେନ୍ଦ୍ରବିନ୍ଦୁ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri