ସୋନିର ନୂତନ କ୍ୟାମେରା ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୨: ସୋନି ଇଣ୍ଡିଆର ନୂତନ କ୍ୟାମେରା ‘ଏଫ୍‌ଏକ୍ସ୩୦’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂତନ କ୍ୟାମେରା ଏଫ୍‌ଏକ୍ସ୩୦ ଏକ ୪କେ ସୁପର ୩୫କମ୍ପେକ୍ଟ କ୍ୟାମେରା ଭାବେ ଜଣାଶୁଣା, ଯାହା ସିନେମା ଲାଇନର ଅନେକ ବୃତ୍ତିଗତ ବୈଶିଷ୍ଟ୍ୟ ପ୍ରଦାନ କରିଥାଏ, ଯେପରିକି ଡୁଆଲ ବେସ୍‌ ଆଇଏସ୍‌ଓ, ଲଗ୍‌ ଶୁଟିଂ ମୋଡ୍‌ ଇତ୍ୟାଦି। ବିଶେଷକରି କମ୍ପାନୀର ଉକ୍ତ କ୍ୟାମେରା ୨ଟି ଭାରିଆଣ୍ଟ ଏଫ୍‌ଏକ୍ସ୩୦ ଓ ଏଫ୍‌ଏକ୍ସ୩୦ବିର ବଜାର ପ୍ରବେଶ ହୋଇଥିବା ଜଣାପଡିଛି। ଏ ସମ୍ପର୍କରେ ସୋନି ଇଣ୍ଡିଆର ଡିଜିଟାଲ୍‌ ଇମେଜିଂ ମୁଖ୍ୟ ମୁକେଶ ଶ୍ରୀବାସ୍ତବ କହିଛନ୍ତି, ଫିଲ୍ମ ନିର୍ମାଣରେ ପ୍ରବେଶ କରିବାକୁ ଚାହୁଁଥିବା ସମସ୍ତଙ୍କ ପାଇଁ ନୂଆ ଏଫ୍‌ଏକ୍ସ୩୦ ଏକ ଉତ୍ତମ ପସନ୍ଦ। ଏଭଳି ଏକ ହାଇ-ଏଣ୍ଡ କ୍ୟାମେରାର ଅନେକ ବୃତ୍ତିଗତ ଦକ୍ଷତା ରହିଛି, ଯାହା ସମସ୍ତ ସ୍ତରର ଚଳଚ୍ଚିତ୍ର ନିର୍ମାତା, ଭିଡିଓଗ୍ରାଫରଙ୍କ ପାଇଁ ବେଶ୍‌ ଉପଯୋଗୀ ଓ ସୁଲଭ କରିଥାଏ। ଏହା ସିନେମା ଲାଇନ ଶୃଙ୍ଖଳାର ଏକ ଚମତ୍କାର କେନ୍ଦ୍ରବିନ୍ଦୁ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri