ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୮।୫: ସୋନି ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଆର୍ଥ ବ୍ଲୁ ରଙ୍ଗରେ ନଏଜ୍‌ କ୍ୟାନ୍‌ସେଲେସନ୍‌ ସୁବିଧା ଥିବା ଓୟାର ଲେସ୍‌ ଇୟର ବଡ୍‌ ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୨ ନଭେମ୍ଭରରୁ ଏହାର କଳା ଓ ଧଳା ରଙ୍ଗର ଇୟର ବଡ୍‌ ବଜାରରେ ଉପଲବ୍ଧ ହେଉଥିବା ବେଳେ ବର୍ତ୍ତମାନ ବ୍ଲୁ ରଙ୍ଗର ଇୟର ବଡ୍‌ ବଜାରରେ ବିକ୍ରି ଲାଗି ଉପଲବ୍ଧ। ଅପରପକ୍ଷରେ ସୋନି ପକ୍ଷରୁ ‘ରୋଡ୍‌ ଟୁ ଜିରୋ’ ନାମକ ଦୀର୍ଘମିଆଦୀ ପରିବେଶ ଯୋଜନାକୁ କାର୍ଯ୍ୟକାରୀ କରାଯାଇଛି, ଯାହାର ଲକ୍ଷ୍ୟ ହେଉଛି ୨୦୫୦ ସୁଦ୍ଧା ପରିବେଶ ପ୍ରଭାବକୁ ଶୂନ କରିବା। ଏହାର ଅଂଶ ଭାବେ ମଧ୍ୟବର୍ତ୍ତିକାଳୀନ ଲକ୍ଷ୍ୟ ଭାବେ ‘ଗ୍ରୀନ୍‌ ମ୍ୟାନେଜମେଣ୍ଟ ୨୦୨୫’ ଲାଗୁ କରାଯାଇଛି, ଯାହା ୨୦୨୦-୨୧ରୁ କାର୍ଯ୍ୟକାରୀ ହୋଇଛି ଓ ୨୦୨୪-୨୫ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri