ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୭।୭: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ନୂଆ ପାର୍ଟି ସ୍ପିକର ଏସ୍‌ଆର୍‌ଏସ୍‌-ଏକ୍ସଭି୮୦୦କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଏଥିରେ ସବୁ ଦିଗକୁ ମୁହଁ କରିଥିବା ପାର୍ଟି ସାଉଣ୍ଡ ରହିଛି, ଯାହା କୋଠରିର ପ୍ରତିଟି କୋଣରେ ସ୍ପଷ୍ଟ ସାଉଣ୍ଡ ପହଞ୍ଚାଇବ। ଏକ୍ସ-ବାଲାନ୍ସ ସ୍ପିକର ୟୁନିଟ୍‌ର ଡିଜାଇନ ଶକ୍ତିଶାଳୀ ଓ ଗଭୀର ବେସ୍‌ ଉପତ୍ନ୍ନ କରିବ। ଏପରିକି ସାମ୍ନା ଓ ପଛ ସ୍ପିକରରେ ୫ ଟୁଇଟର ସ୍ପଷ୍ଟ ଓ ଉଚ୍ଚ ମାନର ସାଉଣ୍ଡ ପ୍ରଦାନ କରିବ। ଏସ୍‌ଆର୍‌ଏସ୍‌-ଏକ୍ସଭି୮୦୦ରେ ଏକ ବୃହତ୍‌ ବ୍ୟାଟେରି ରହିଛି, ଯାହା ୨୫ ଘଣ୍ଟା ପର୍ଯ୍ୟନ୍ତ ଚାଲିବ। ମାତ୍ର ୧୦ ମିନିଟ୍‌ ଚାର୍ଜକଲେ ତାହା ୩ ଘଣ୍ଟା ପର୍ଯ୍ୟନ୍ତ ଚାଲିପାରିବ। ସେହିଭଳି ଟିଭି ଦେଖିବା ବେଳେ ମଧ୍ୟ ଏସ୍‌ଆର୍‌ସି-ଏକ୍ସଭି୮୦୦କୁ ବ୍ୟବହାର କରାଯାଇପାରିବ। ଏହାର ଟିଭି ସାଉଣ୍ଡ୍‌ ବୁଷ୍ଟର ଟିଭିରେ କୌଣସି କାର୍ଯ୍ୟକ୍ରମକୁ ଉପଭୋଗ କରିବା ବେଳେ ଏକ ଉନ୍ନତ ଅନୁଭୂତି ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?