ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖାଲି ହୋଇ ହେବ ଗଣତି, ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ…

ଭୁବନେଶ୍ୱର,୧୮।୮: ଖୁବ୍‌ ଶୀଘ୍ର ରତ୍ନ ଭଣ୍ଡାର ଖାଲି ହେବ। ରତ୍ନଭଣ୍ଡାରରେ ଥିବା ବାକ୍ସ, ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ ସର୍ଭେ ସହ ଅତ୍ୟାଧୁନିକ ବେଷୟିକ ଜ୍ଞାନକେଶଳ ପ୍ରୟୋଗ କରାଯିବ ବୋଲି ଆଇନମନ୍ତ୍ରୀ ପ କହିଛନ୍ତି। ଶ୍ରୀମନ୍ଦିର ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ ଏ.ଆଇ କ୍ୟାମେରା ଲଗାଯିବ । ଏହାଦ୍ୱାରା ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍‌ଡେଟ୍‌: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…

ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ...

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ...

ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି।...

ଆଜିଠାରୁ ଭିତରକନିକାରେ ଦେଶୀ ପକ୍ଷୀ ଗଣନା

ରାଜନଗର,୯ା୯(ଭାସ୍କର ରାଉତରାୟ): ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ...

୭ ମାସ ଧରି ୭ ଯୁବକ କରୁଥିଲେ ଗଣବଳାତ୍କାର: ରାତିଅଧରେ ଆସି ଯୁବତୀଙ୍କୁ ଛାତକୁ ଟେକି ନେଉଥିଲେ, ପରେ…

ଢେଙ୍କାନାଳ, ୯।୯: ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri