ମୃତ୍ୟୁ ସମୟରେ ୨ ମାସର ଗର୍ଭବତୀ ଥିଲେ ଅମିତାଭଙ୍କ ଏହି ଲୋକପ୍ରିୟ ଅଭିନେତ୍ରୀ

ସାଉଥ୍‌ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଲିଉଡ୍‌ ଫିଲ୍ମରେ କାମ କରିଛନ୍ତି। ଏମାନଙ୍କ ମଧ୍ୟରେ ଅଳ୍ପ କେତେଜଣଙ୍କୁ ସଫଳତା ମିଳିଛି। ସେଥିମଧ୍ୟରୁ ଜଣେ ହେଲେ ସୌନ୍ଦର୍ଯ୍ୟା। ସୌନ୍ଦର୍ଯ୍ୟା ବଲିଉଡ୍‌ରେ ମାତ୍ର ଗୋଟିଏ ଫିଲ୍ମ ‘ସୂର୍ଯ୍ୟବଂଶମ’ରେ କାମ କରିଛନ୍ତି। ଆଜି ହେଉଛି ଏହି ଅଭିନେତ୍ରୀଙ୍କର ୧୭ତମ ଶ୍ରାଦ୍ଧବାର୍ଷିକୀ।
ସୌନ୍ଦର୍ଯ୍ୟାଙ୍କ ପ୍ରକୃତ ନାମ ସୌମ୍ୟା ସତ୍ୟନାରାୟଣ । ସେ ୧୮ ଜୁଲାଇ ୧୯୭୨ରେ କର୍ନାଟକର କୋଲାରରେ ଜନ୍ମଗ୍ରହଣ କରିଥିଲେ। ଅଭିନେତ୍ରୀଙ୍କର ପେ୍‌ଳନ୍‌ କ୍ରାସ୍‌ରେ ମୃତ୍ୟୁ ଘଟିଥିଲା। ଏହି ସମୟରେ ସେ ୨ ମାସର ଗର୍ଭବତୀ ଥିଲେ।
ତେବେ ମୃତ୍ୟୁର ଗୋଟିଏ ବର୍ଷ ପୂର୍ବରୁ ସେ ସପ୍ଟଓ୍ବେୟାର ଇଞ୍ଜିନିୟର ଜିଏସ୍‌ ରଘୁଙ୍କୁ ବିବାହ କରିଥିଲେ। ୧୨ ବର୍ଷର ଫିଲ୍ମ କ୍ୟାରିୟରରେ ସୌନ୍ଦର୍ଯ୍ୟା ୧୧୪ ଫିଲ୍ମରେ କାମ କରିଥିଲେ।
୧୭ ଏପ୍ରିଲ, ୨୦୦୪ରେ ଏକ ପ୍ଲେନ୍‌ କ୍ରାସରେ ତାଙ୍କର ମୃତ୍ୟୁ ଘଟିଥିଲା। ସେତେବେଳେ ସେ ମାତ୍ର ୩୧ ବର୍ଷର ଥିଲେ। ୧୭ ଏପ୍ରିଲ , ୨୦୦୪ରେ ସୌନ୍ଦର୍ଯ୍ୟା ଭାରତୀୟ ଜନତା ପାର୍ଟି ଏବଂ ତେଲୁଗୁ ଦେଶମ ପାର୍ଟି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ କରିମନଗର ଯାଉଥିଲେ। ୪ଟି ସିଟ୍‌ ବିଶିଷ୍ଟ ପ୍ରାଇଭେଟ ବିମାନରେ ସେ ବେଙ୍ଗାଲୁରର ଜକ୍କୁର ଏୟାରଫିଲ୍ମରୁ ସକାଳ ୧୧.୫ରେ ଉଡ଼ାଣ ଆରମ୍ଭ କରିଥିଲେ। ପ୍ରାୟ ୧୦୦ ଫୁଟ ଉପରକୁ ଯିବାପରେ ତାଙ୍କର ପ୍ଲେନ୍‌ କ୍ରାସ ହୋଇଥିଲା। ଫ୍ଲେନ୍‌ରେ ସୌନ୍ଦର୍ଯ୍ୟାଙ୍କ ସମେତ ତାଙ୍କ ଭାଇ ଅମରନାଥ, ହିନ୍ଦୁଜାଗରଣ ସିମତିର ସେକ୍ରେଟାରୀ ରମେଶ କଦମ ଏବଂ ପାୟଲଟ ଜୟ ଫିଲିପ ଥିଲେ। ପ୍ଲେନ୍‌ କ୍ଲାସ୍‌ ପରେ ପରିବାରକୁ ଅଭିନେତ୍ରୀଙ୍କ ମୃତଦେହ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri