ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ।

ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ ଭୋଟ୍‌ କମିଲା ଅର୍ଥ ସେମାନଙ୍କ ଓ୍ବେଟେଜ୍‌ ବଢ଼ିଲା। ବାରବାଟୀ କଟକ ଲୋକେ ତାଙ୍କ ନିଷ୍ପତ୍ତିରେ ଦୁଃଖିତ। ଯଦି ବାରବାଟୀ ଲୋକଙ୍କ ସହ ଭାବାବେଗ ଥାଆନ୍ତା ସେ ନିଶ୍ଚିତ ବିରୋଧ କରିଥାନ୍ତେ। ନିଜକୁ ବଞ୍ଚାଇବା ପାଇଁ ବିରୋଧ ନ କରି ଓ୍ବାକ୍‌ଆଉଟ୍‌ କରିଛନ୍ତି। ସେ ଭାଜପା ସହ ୧୦୦% ଡିଲ କରିଛନ୍ତି। ୨୪ ବର୍ଷର ସ୍କାମ ଧୋଇବାକୁ ସବୁକ୍ଷେତ୍ରରେ ସମର୍ଥନ କରିଛନ୍ତି। ଯାହାଦ୍ୱାରା ସେ କଟକର ମୁସଲମାନଙ୍କ ସହ ଲୋକଙ୍କ ସହ ପ୍ରତାରଣା କରିଛନ୍ତି ବୋଲି ସୋଫିଆ ସିଧାସିଧା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ

ଓ୍ବାଶିଂଟନ୍‌,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

ଇରାନ ଉପରେ ପରମାଣୁ ଆକ୍ରମଣ ଯୋଜନା କରୁଛି ଆମେରିକା! ହ୍ବାଇଟ ହାଉସ ଆକାଉଣ୍ଟରୁ ଏଭଳି ପୋଷ୍ଟ ପରେ ଖେଳିଗଲା ଆତଙ୍କ

ଓ୍ବାଶିଂଟନ୍‌,୨୬।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଫେବୃଆରୀ ୨୮ ତାରିଖରେ ଇରାନ ଉପରେ ମିଳିତ ଆକ୍ରମଣ ଆରମ୍ଭ କରିଥିଲେ, ସେତେବେଳେ ଦେଶଟି ବହୁତ କ୍ଷତି ସହିଥିଲା। ହେଲେ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

ଦିଲ୍ଲୀ ଦରବାରରେ ଗୌରବ ବଢ଼ାଇଲେ ବଲାଙ୍ଗୀରର ୨ ଯୁବ ଶିଳ୍ପୋଦ୍ୟୋଗୀ: ମିଳିଲା ସମ୍ବର୍ଦ୍ଧନା

ବଲାଙ୍ଗୀର,୨୬।୩(ସୁନିଲ କୁମାର ମହାନ୍ତି): ଓଡ଼ିଆ ସମାଜ ପକ୍ଷରୁ ଜବାହାରଲାଲ ନେହେରୁ ଷ୍ଟାଡିୟମ, ନୂଆଦିଲ୍ଲୀରେ ଆୟୋଜିତ ‘ଓଡିଶାପର୍ବ’ରେ ବଲାଙ୍ଗୀରର ଗୌରବ ବଢ଼ାଇଥିବା ସୋମନାଥ ସାହୁ ଓ ନକୁଳ ପଟ୍ଟନାୟକଙ୍କୁ…

ହର୍ମୁଜରେ ଚାଇନା-ଭାରତ ମୁହାଁମୁହିଁ! ଚାଇନା ମୁହଁରୁ LPG ଛଡାଇ ଆଣିଲା ଭାରତ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଦେଶରେ LPGର ଘୋର ଅଭାବ ଦେଖାଦେଇଛି। ପ୍ରାୟ ଛଅ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ, ଇରାନରୁ ଏକ LPG କାର୍ଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri