ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି ଜଣାପଡିଛି।

ସୋଫିଆଙ୍କ ସମ୍ପତ୍ତି ସାଢେ ୩ କୋଟିରୁ ଅଧିକ ବୋଲି ଜଣାପଡିଛି। ତାଙ୍କ ପାଖରେ ୮ଲକ୍ଷ ୫୭ ହଜାର ନଗଦ ଟଙ୍କା ରହିଛି। ସ୍ଥାବର ସମ୍ପତ୍ତ ୨ କୋଟି ୧୧ ଲକ୍ଷ ଥିବାବେଳେ ଅସ୍ଥାବର ସମ୍ପତ୍ତି ୧ କୋଟି ୫୩ ଲକ୍ଷ ଟଙ୍କା ରହିଛି। ସେହିପରି ୪୫୦ ଗ୍ରାମ ସୁନା ଓ ୯୦୦ ଗ୍ରାମ ରୁପା ଗହଣା ରହିଛି। ସୋଫିଆଙ୍କ ପାଖରେ ୨୯ ଲକ୍ଷ ଟଙ୍କାର ସୁନା ଗହଣା ରହିଛି। ସେହିପରି ତାଙ୍କ ପାଖରେ ଗୋଟିଏ ଅଡି କାର୍‌ ଅଛି ଯାହାର ବର୍ତ୍ତମାନ ମୂଲ୍ୟ ୧୨ ଲକ୍ଷ ୫୦ ହଜାର।

ତାଙ୍କର ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୧୩ ଶହ ୨୭ ଟଙ୍କା ରହିଥିବାବେଳେ ଅନ୍ୟ ଏକ ବ୍ୟାଙ୍କ ଆକାଉଣ୍ଟରେ ୧୦ ହଜାର ଟଙ୍କା ରହିଛି। ଏହିକ୍ରମରେ ଚୌଧୁରୀ ବଜାର ଆଇସିଆଇସିଆଇ ବ୍ୟାଙ୍କରେ ୨ ଲକ୍ଷ ୭୩ ହଜାର ଟଙ୍କା ରହିଛି ବୋଲି ସେ ନିଜ ସତ୍ୟପାଠରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?