ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।

ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?