Posted inଜାତୀୟ

ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୩୧।୮: ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଚାଲିଛି। ବୁଧବାର ସୋପୋରର ବୋମାଇରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଜଣେରୁ ଦୁଇ ଆତଙ୍କବାଦୀ ସେଠାରେ ଏବେ ମଧ୍ୟ ଲୁଚି ରହିଛନ୍ତି। ଏନକାଉଣ୍ଟର ଜାରି ରହିଛି। ଏହାପୂର୍ବରୁ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଗୁଳିରେ ଶୋପିଆନରେ ତିନି ଜଣ ଲଶ୍କର-ଏ-ତୋଇବା ଆତଙ୍କବାଦୀ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri